Day: 23 February 2024

୬୬୦ କୋଟି ଟଙ୍କାର କ୍ରୀଡ଼ା ଭିତ୍ତିଭୂମି ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି। ଏଥ‌ିରେ ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସାମିଲ ରହିଛି। ମୁଖ୍ୟମନ୍ତ୍ରୀ ଏହାସହ…

ମାର୍ଚ୍ଚ ୧୩ ପରେ ଘୋଷଣା ହୋଇପାରେ ସାଧାରଣ ନିର୍ବାଚନ ତାରିଖ

ନୂଆଦିଲ୍ଲୀ: ଆଗକୁ ସଧାରଣ ନିର୍ବାଚନ ଥିବାରୁ ଦିନକୁ ଦିନ ରାଜନୈତିକ ଉଷ୍ମତା ବଢିଚାଲିଛି । ତେବେ ସମସ୍ତଙ୍କ ନଜର ଏବେ ନିର୍ବାଚନ କମିସନଙ୍କ ଉପରେ ରହିଛି, ଯେ କେବେ ନିର୍ବାଚନ ତାରିଖ ଘୋଷଣ ହେବ ? ନ୍ୟୁଜ-୧୮ର ଏକ ରିପୋର୍ଟ ଅନୁସାରେ…

ରାଜଧାନୀ ଭୁବନେଶ୍ୱରର କାନ୍ଥବାଡ଼ରୁ ହଟିବ ରାଜନୈତିକ ପୋଷ୍ଟର

ରାଜଧାନୀ ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର। ଏହା ସହ କାନ୍ଥ ଲେଖା ବି ଲିଭାଯିବ। ଏନେଇ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ତେବେ ନିର୍ବାଚନ ଆୟୋଗଙ୍କ ଗାଇଡ୍ ଲାଇନ୍ ଆଧାରରେ ଏହି କାମ କରାଯିବ ବୋଲି ବିଏମସି କମିଶନର…

ଆନ୍ଦୋଳନ ପ୍ରତ୍ୟାହାର କଲେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର : ଆନ୍ଦୋଳନ ପ୍ରତ୍ୟାହାର କଲେ ଅଗ୍ନିଶମ କର୍ମଚାରୀ । କାର୍ଯ୍ୟରେ ଯୋଗ ଦେବେ କହିଲେ ଆନ୍ଦୋଳନରତ କର୍ମଚାରୀ । ଏସ୍‌ମା ଓ ବାଧ୍ୟତାମୂଳକ ଅବସର ଚେତାବନୀ ପାଇଁ ଓହରିଲେ ଅଗ୍ନିଶମ କର୍ମଚାରୀ । ଓଡ଼ିଶା ଅଗ୍ନିଶମ ଏବଂ ଜରୁରୀକାଳୀନ ସେବା…

ପରଲୋକରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନହୋର ଯୋଶୀ

ମୁମ୍ବାଇ: ପରଲୋକରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀ । ୮୬ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି ଶିବସେନା ନେତାର ଏହି ବରିଷ୍ଠ । ଗୁରୁବାର ରାତି ୩ଟା ୦୨ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଫେବ୍ରୁଆରୀ…

ଆତ୍ମହତ୍ୟା କଲେ ଯୁକ୍ତ ୨ ଛାତ୍ର! ପଢ଼ନ୍ତୁ ପୁରା ଖବର

ବ୍ରହ୍ମପୁର: ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବ୍ରହ୍ମପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନର ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷ ଛାତ୍ର ଦେବାଶିଷ ସେଠୀ । ତାଙ୍କ ଘର ବୈଦ୍ୟନାଥପୁର ଥାନା ସୂର୍ଯ୍ୟନଗର ଅଞ୍ଚଳରେ । ଗତକାଲି ଦେବାଶିଷଙ୍କ…