Day: 24 February 2024

ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ

ଭୁବନେଶ୍ବର: ବଢୁଥିବା ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ରାଜ୍ୟରେ ମେଘୁଆ ପାଗ ସହ ତଳମୁହାଁ ହୋଇଛି ପାରଦ। ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପ୍‌ଝିପ୍ ବର୍ଷା ସହ ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର…