Month: February 2024

ରେଳ ବଜେଟରୁ ଓଡ଼ିଶାକୁ ମିଳିବ ୧୦,୫୩୬ କୋଟି: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ: ୟୁପିଏ ସରକାର ଅମଳରେ ରେଳ ବଜେଟରେ ଓଡ଼ିଶା ପରି ଗୁରୁ୍ତ୍ବପୂର୍ଣ୍ଣ ରାଜ୍ୟକୁ କ୍ରମାଗତଭାବେ ଅବହେଳା କରାଯାଉଥିଲା । କିନ୍ତୁ ମୋଦୀ ସରକାର ଅମଳରେ ଓଡ଼ିଶାରେ ଦ୍ରୁତ ଗତିରେ ରେଳ ବିକାଶ କାମ ଆଗେଇ ଚାଲିଛି ବୋଲି ରେଳମନ୍ତ୍ରୀ ଅଶ୍ବୀନି ବୈଷ୍ଣବ…

କଂଗ୍ରେସର ନୂଆ ଫର୍ମୁଲା: ଅନଲାଇନ ଟିକେଟ ଆବେଦନ

ଭୁବନେଶ୍ୱର: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ନିର୍ବାଚନକୁ ନେଇ କଂଗ୍ରେସର ବଡ଼ ଘୋଷଣା। କଂଗ୍ରେସ ଟିକେଟ ନେଇ ପିସିସି ପ୍ରଭାରୀ ଅଜୟ କୁମାରଙ୍କ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଅନଲାଇନରେ ସବୁ ତଥ୍ୟ ଦେଇ ଟିକେଟ ଆବେଦନ କରିବେ ଆଶାୟୀ।…

କେନ୍ଦ୍ରୀୟ ବଜେଟକୁ ନେଇ ଖୁସି ପ୍ରକାଶ କରିଛନ୍ତି ମନମୋହନ ସାମଲ

ଭୁବନେଶ୍ୱର: ଆଜି ଉପସ୍ଥାପିତ ହୋଇଥିବା କେନ୍ଦ୍ର ବଜେଟ୍ କେବଳ ମଧ୍ୟବିତକାଳିନ ବଜେଟ୍ ନୁହେଁ, ବରଂ ଏହା ସର୍ବସମାବେଶୀ ଓ ସୃଜନଶୀଳ ବଜେଟ୍ । ବିଗତ ୧୦ବର୍ଷ ଭିତରେ ବିକଶିତ ଭାରତର ସ୍ୱପ୍ନକୁ ଆଖି ଆଗରେ ରଖି ଓ ୨୦୪୭ ମସିହା ସୁଦ୍ଧା…

ଜ୍ଞାନବାପି ମସଜିଦରେ ପୂଜାର୍ଚ୍ଚନା କଲେ ଏହି ପଣ୍ଡିତ; ଦେଖନ୍ତୁ ଭାଇରାଲ ଫଟୋ

ଜିଲ୍ଲା କୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରି ବାରାଣାସୀ ପ୍ରଶାସନ ବୁଧବାର ଦିନ ଭକ୍ତମାନଙ୍କୁ ଜ୍ଞାନବାପି ମସଜିଦର ସୀମିତ ଅଞ୍ଚଳରେ ‘ବ୍ୟାସ ଜୀ କା ତହଖାନା’ରେ ପୂଜା କରିବାକୁ ଅନୁମତି ଦେଇଛି। ଆଜି ଜିଲ୍ଲା ମାଜିଷ୍ଟ୍ରେଟ୍ ଏସ୍ ରାଜଲିଙ୍ଗମ୍ ସୂଚନା ଦେଇଛନ୍ତି ଯେ…

ଅନ୍ତରୀଣ ବଜେଟ୍ ୨୦୨୪: ଲୋକସଭାରେ ଉପସ୍ଥାପିତ ହେଲା ବଜେଟ୍ ୨୦୨୪-୨୫

ଆଜି ମୋଦୀ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶେଷ ବଜେଟ୍ (ବଜେଟ୍ ୨୦୨୪) ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି । ନିର୍ବାଚନ ବର୍ଷ ହୋଇଥିବାରୁ ଏଥର କୌଣସି ବଡ଼ ଘୋଷଣା ହୋଇନାହିଁ କିମ୍ବା ଟ୍ୟାକ୍ସ…

ସ୍ୱେଚ୍ଛାକୃତ ଅବସର ନେଲେ ଆଇପିଏସ ବି.ରାଧିକା

ଭୁବନେଶ୍ୱର: ୧୯୮୯ ବ୍ୟାଚର ଆଇପିଏସ ବି.ରାଧିକାଙ୍କୁ ଅବସର ନେବା ପାଇଁ ଅନୁମତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଆଇପିଏସ ଅଫିସର ବି.ରାଧିକାଙ୍କୁ ସ୍ୱେଚ୍ଛାକୃତ ଅବସର ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏବେ ଓଡ଼ିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର…