Month: February 2024

ଲିଙ୍ଗରାଜ ମନ୍ଦିର ବାହାରେ ବିଦେଶିନୀ ଙ୍କୁ ଅସଦାଚରଣ ଅଭିଯୋଗ

ଭୁବନେଶ୍ୱର : ଗିରଫ ହେଲେ ଲିଙ୍ଗରାଜ ମନ୍ଦିର ସେବାୟତ । ବିଦେଶିନୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ସେବାୟତ । ଗିରଫ ଅଭିଯୁକ୍ତଙ୍କ ନାମ କୁଣ୍ଡୁ ମହାପାତ୍ର ବୋଲି ଜଣାପଡିଛି । ଖବର ଅନୁଯାୟୀ, ଲିଙ୍ଗରାଜ ମନ୍ଦିରର ଉତ୍ତର ଦ୍ୱାର…

ମହାଶିବରାତ୍ରି ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ବର: ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରି ପ୍ରସ୍ତୁତି ନେଇ ସରିଲା ପ୍ରଥମ ବୈଠକ। ଏଥିରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଯଥା ସମୟରେ ପୂଜା ରୀତିନୀତି ସରିବ ଏବଂ ରାତି ୧୦ରୁ ସାଢ଼େ ୧୦ଟା ମଧ୍ୟରେ ଉଠିବ ମହାଦୀପ। ମନ୍ଦିର ପ୍ରଶାସନ…

ଆରମ୍ଭ ହେବ ଭୁବନେଶ୍ୱର-ନୂଆଦିଲ୍ଲୀ ନୂଆ ଟ୍ରେନ ଭାୟା କେଉଁଝର

କେଉଁଝର ଜିଲ୍ଲା ଦେଇ ଭୁବନେଶ୍ୱର ଏବଂ ନୂଆଦିଲ୍ଲୀ ମଧ୍ୟରେ ଏକ ନୂତନ ଟ୍ରେନ୍ ଚଳାଚଳ କରିବ ଏବଂ ଖୁବ୍ ଶୀଘ୍ର ଟ୍ରେନ୍ ସେବା ଆରମ୍ଭ ହେବ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବଙ୍କ ଏକ ସରକାରୀ ବିଜ୍ଞପ୍ତିରେ ବିଜେପି…

ପୁଣିଥରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ। କଂଗ୍ରେସର ଶୀର୍ଷ ନେତାଙ୍କ ଓଡିଶା ଗସ୍ତ ପରେ ଏବେ ଭାଜପାର ଶୀର୍ଷ ନେତୃତ୍ୱଙ୍କ ଓଡ଼ିଶା ଗସ୍ତ ଆରମ୍ଭ ହୋଇଛି ।…

ସ୍ଥାଣୁତାର ସ୍ଥାନ ନାହିଁ, ଓଡିଶାର ବିକାଶ ପାଇଁ ମୋଦି ଗ୍ୟାରେଣ୍ଟି ଏକମାତ୍ର ବିକଳ୍ପ: ମନମୋହନ ସାମଲ

ଭୁବନେଶ୍ୱର: ନୂଆଦିଲ୍ଲୀରେ ଆୟୋଜିତ ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଦଳର କାର୍ଯ୍ୟକର୍ତାଙ୍କୁ ଅଶେଷ ଶକ୍ତି, ଉତ୍ସାହ ପ୍ରଦାନ କରିଛି । ସ୍ୱଳ୍ପ ସମୟର ଅଧିବେଶନ ସମସ୍ତଙ୍କ ଭିତରେ ଉତ୍ସାହଭରି ଦେଇଥିଲା । ଦଳକୁ ଜିତାଇ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ତୃତୀୟଥର…

ପୁରୀରୁ କୋଣାର୍କ ଚାଲିବ ଟ୍ରେନ; ନୂଆ ରେଳପଥ ଘୋଷଣା କଲେ ଅଶ୍ବିନୀ ବୈଷ୍ଣବ

ପୁରୀ: ରେଳପଥରେ ଯୋଡି ହେବାକୁ ଯାଉଛି ପୁରୀରୁ କୋଣାର୍କ । ପୁରୀ କୋଣାର୍କ ନୂଆ ରେଲୱେ ଲାଇନ ନେଇ ଘୋଷଣା କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରୋଜେକ୍ଟର ଅନୁମୋଦନ ଦେଇଛନ୍ତି ବୋଲି ସୂଚନା ଦେଇଛନ୍ତି…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ । ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ । ପ୍ରତିଦ୍ବନ୍ଦ୍ବୀ ନ ଥିବାରୁ ଆଉ ଭୋଟ୍‌ ଗ୍ରହଣର ଆବଶ୍ୟକତା…

ନବୀନ ସରକାରର ପତନ ହେବ: ମୋହନ ମାଝୀ

ରାଜ୍ୟସାରା ଚର୍ଚ୍ଚାରେ ଖାଲି ନିର୍ବାଚନ। ଆଗକୁ ନିର୍ବାଚନ ପାଖେଇ ଆସୁଥିବାରୁ ସବୁ ଦଳ ପ୍ରସ୍ତୁତ ଅଛନ୍ତି। ହେଲେ ଆଜି କିଛି ଏମିତି କହିଛନ୍ତି ବିଜେପି ନେତା ମୋହନ ମାଝୀ। ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଛି ତାଙ୍କର ଏହି କଥା। ସେ କହିଛନ୍ତି…

ସମ୍ବଲପୁରରୁ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଗଲା ଆସ୍ଥା ସ୍ୱତନ୍ତ୍ର ଟ୍ରେନ୍‌

ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ସକାଳୁ ସମ୍ବଲପୁର ଖେତରାଜପୁର ରେଳ ଷ୍ଟେସନ ଯାଇ ସମ୍ବଲପୁର-ଦର୍ଶନନଗର-ସମ୍ବଲପୁର ଆସ୍ଥା ସ୍ପେଶାଲ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଯୋଗେ ପଶ୍ଚିମ ଓଡିଶାର…

ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା। ୧୦ମ ଶ୍ରେଣୀ ଛାତ୍ରଛାତ୍ରୀମାନେ ମାଟ୍ରିକ ବୋର୍ଡ ପରୀକ୍ଷା ଦେଉଛନ୍ତି । ଫେବୃଆରୀ ୨୦ ରୁ ଆରମ୍ଭ ହୋଇ ଏହି ପରୀକ୍ଷା ଆସନ୍ତା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ଛାତ୍ରଛାତ୍ରୀମାନେ…