Day: 4 March 2024

ମୋଦିଜୀଙ୍କ ଚଣ୍ଡିଖୋଲ ଗସ୍ତ ଜନତା ଓ କାର୍ଯ୍ୟକର୍ତାଙ୍କୁ ନୂତନ ଉର୍ଜ୍ଜା ଯୋଗାଇବ: ମନମୋହନ ସାମଲ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ନ ୩ଟା ୧୫ରେ ଲୋକାର୍ପଣ ଓ ଶିଳାନ୍ୟାସର ସରକାରୀ କାର୍ଯ୍ୟକ୍ରମରେ…

ବିଜେପିର ମହାମିଶ୍ରଣ ପର୍ବ; ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ ଧରିଲେ ପଦ୍ମ

ଭୁବନେଶ୍ୱର: ଢେଙ୍କାନାଳରେ ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ ବି ସାମିଲ ହେଇଛନ୍ତି। କିଛି ଦିନ ତଳେ ହାତ ଛାଡ଼ିଥିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର…

ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି

ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦…

ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର : ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯାଜପୁର ଚଣ୍ଡିଖୋଲ ବେଣାପୁରଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ। ଏଥିସହ ସେଠାରେ ଆୟୋଜିତ ବିରାଟ ସାଧାରଣ ସଭାରେ ଉଦବୋଧନ ଦେବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଆଖି ଆଗରେ…

ଅଙ୍ଗଦାନ କରି ଅମର ହେଲେ ୮ ବର୍ଷର ବାଳକ; ରାଷ୍ଟ୍ରୀୟ ସମ୍ମାନର ସହିତ ଶେଷକୃତ୍ୟ ସମ୍ପନ୍ନ

କୁନି ପୁଅ ହେଲେ ଅମର। କିଛି ଦିନ ତଳେ ଶୁଭଜିତଙ୍କ ବ୍ରେନ୍ ଷ୍ଟ୍ରୋକ ଯୋଗୁ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ଆଜି ସତ୍ୟନଗର ନଗର ମଶାଣୀରେ ରାଷ୍ଟ୍ରୀୟ ସମ୍ମାନର ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି ବୋଲି ଜଣାପଡ଼ିଛି। ଭୁବନେଶ୍ୱର କଳ୍ପନା…

ବିଜେପିରେ ଯୋଗ ଦେଲେ ପ୍ରେମାନନ୍ଦ ଓ ରାଜେନ୍ଦ୍ର

ବିଜେପିରେ ଯୋଗ ଦେଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ । ନିଜ ସମର୍ଥକଙ୍କ ଗହଣରେ ଆସି ବିଜେପି ଦଳୀୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ବିଜେପିରେ ଯୋଗ ଦେଇଛନ୍ତି । ତେଲକୋଇରୁ ୨୦୦୯ ଓ…

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନୀ ମିଥ୍ୟା ସତ୍ୟପାଠ ମାମଲାରେ ବଡ଼ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ। କୋର୍ଟ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି। ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ମହମ୍ମଦ ମୋକିମ ତାଙ୍କ ନାମାଙ୍କନ…