Day: 5 March 2024

‘ମେରା ଭାରତ, ମେରା ପରିବାର’ କହିଲେ ମୋଦି; କଂଗ୍ରେସ ଉପରେ ବର୍ଷିଲେ

ଚଣ୍ଡିଖୋଲ: ଦିନିକିଆ ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଖୋଲରେ ଏକ ବିଶାଳ ଜନସଭାକୁ ସମ୍ୱୋଧିତ କରିଛନ୍ତି । ଜନସଭାରେ କେନ୍ଦ୍ର ସରକାରଙ୍କ ୧୦ ବର୍ଷର ଉପଲବ୍ଧିକୁ ଲୋକଙ୍କ ପାଖରେ ରଖିଛନ୍ତି । ମୋଦୀ ଗ୍ୟାରେଣ୍ଟି ସମାବେଶରେ ଜୟ ଜଗନ୍ନାଥ,…

ଚଣ୍ଡିଖୋଲ ସଭାରେ ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ ଓ ଶିଳାନ୍ୟାସ କଲେ ମୋଦୀ

ଭୁବନେଶ୍ବର: ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ଗୁରତ୍ବ ଦେଉଛନ୍ତି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଏହା କହିଛନ୍ତି। ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆମ ସରକାର ଯେଉଁ ପ୍ରକଳ୍ପ ପାଇଁ ଶିଳାନ୍ୟାସ…

ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ପଞ୍ଜୀକରଣ

ଭୁବନେଶ୍ବର: ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ଛାତ୍ରଛାତ୍ରୀଙ୍କ ନାମ ପଞ୍ଜୀକରଣ । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଛାତ୍ରଛାତ୍ରୀଙ୍କୁ ଏହି ମ୍ୟାଜିକ କାର୍ଡ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁକ୍ତତିନି ଓ ପିଜିର…

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ବର: ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ସେ। ପ୍ରଫୁଲ ସାମଲ ଓ ତାଙ୍କ ପୁଅ…

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ବିଜୁ ପଟ୍ଟନାୟକଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । “ତାଙ୍କର ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଏବଂ ଅବିସ୍ମରଣୀୟ ଆତ୍ମା ​​ପିଢିକୁ ପ୍ରେରଣା ଯୋଗାଇଛି । ଆମ ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପାଇଁ ତାଙ୍କର…

ଓଡ଼ିଶା ଆସୁଛନ୍ତି ମୋଦି; ଚଣ୍ଡିଖୋଲରେ ମଞ୍ଚ ଉପରେ ନବୀନଙ୍କ ସହ ଭେଟ

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାଜପୁର ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ଯକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ସେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ଯାସ କରିବେ । ଏହାପରେ ଏକ ସାଧାରଣ ସଭାରେ ଯୋଗଦେଇ…