Day: 6 March 2024

ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କରିଛନ୍ତି ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟ ଅଟକଳରେ କରାଯାଉଥିବା ଏହି ଭବନ ଆଦିବାସୀ…

ବିଜେପି-ବିଜେଡି ମେଣ୍ଟ ଚୂଡାନ୍ତ; ଔପଚାରିକ ଘୋଷଣା ଖୁବ୍ ଶୀଘ୍ର

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ କରି ଲଢିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି ।ଏପଟେ ନବୀନ ନିବାସରେ ଦୁଇଟି ପର୍ଯ୍ୟାୟର ବୈଠକ ସରିବା ପରେ ବାହାରକୁ ଆସି ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ଏବଂ ଅରୁଣ ସାହୁ…

କଂଗ୍ରେସକୁ ଫେରିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା

ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରାକାନ୍ତ ଜେନା ବୁଧବାର କଂଗ୍ରେସରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଏଆଇସିସିର ମୁଖ୍ୟ କାର୍ଯ୍ୟାଳୟ ୨୪ ଆକବର ରୋଡରେ ଓଡିଶା ପ୍ରଭାରୀ ଡକ୍ଟର ଅଜୟ କୁମାର ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ…

ବିଜେଡ଼ି ବରିଷ୍ଠ ନେତାଙ୍କୁ ନବୀନ ନିବାସ ଡାକରା, ନିର୍ବାଚନ ନେଇ ହୋଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି ସମସ୍ତ ଦଳ । ଏହି ସମୟରେ ଆଜି ବସିବ ବିଜେଡ଼ି ବୈଠକ । ବିଜେଡ଼ିର ବରିଷ୍ଠନେତାଙ୍କୁ ଆଜି ନବୀନ ନିବାସକୁ ଡାକରା ଆସିଛି । ଅପରାହ୍ନ ସାଢେ 3ଟା ସମୟରେ ନବୀନ ନିବାସରେ…

ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡକରା

ଭୁବନେଶ୍ୱର: ପାଖେଇ ଆସିଲାଣି ସାଧାରଣ ନିର୍ବାଚନ। ଆଉ କିଛିଟା ଦିନ ପରେ ଘୋଷଣା ହେବ ନିର୍ବାଚନ ତାରିଖ। ଏନେଇ ପ୍ରାୟ ସବୁ ଦଳ ନିଜ ନିଜ ସଂଗଠନ ସଜାଡ଼ିବାରେ ଲାଗିପଡ଼ିଛନ୍ତି । ଏହାରି ଭିତରେ ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡକରା…

ବିଜେପିରେ ମିଶିଲେ ନାଲକୋର ପୂର୍ବତନ ସିଏମଡି ଡକ୍ଟର ତପନ ଚାନ୍ଦ

ଭୁବନେଶ୍ବର: ନାଲକୋର ପୂର୍ବତନ ସିଏମଡି ଡକ୍ଟର ତପନ ଚାନ୍ଦ ବିଜେପିରେ ଯୋଗ ଦେଇଛନ୍ତି। ସେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ତାଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ…

ଦେଶର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ରେଳ ସେବା ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଆଜି ଇତିହାସ ରଚିଛି ଭାରତ । ଦେଶର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ରେଳ ସେବା ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କୋଲକତା ଠାରେ ମୋଦୀ ଏହି ଟନେଲକୁ ଉଦଘାଟନ କରିବା ସହିତ ଅନ୍ୟ କିଛି ପ୍ରକଳ୍ପକୁ ମଧ୍ୟ…