Day: 10 March 2024

ଏଣିକି ରାତିରେ ବି ବୁଲିପାରିବେ ନନ୍ଦନକାନନ

ଭୁବନେଶ୍ୱର : ଏଣିକି ରାତିରେ ବି ନନ୍ଦନକାନନ ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ। ଆଜିଠୁ ନନ୍ଦନକାନନ ପକ୍ଷରୁ ଆରମ୍ଭ ହୋଇଛି ନୂଆ ବନ୍ୟପ୍ରାଣୀ ଶିକ୍ଷା କାର୍ଯ୍ୟକ୍ରମ ‘ନାଇଟ୍‌ ଆଉଟ ଆଟ୍‌ ଜୁ’। ଏହି କାର୍ଯ୍ୟକ୍ରମରେ ସଂଧ୍ୟା ୬ଟା ୩୦ରୁ ରାତି…

ରାଜ୍ୟ ବିଜେପି ନେତାଙ୍କୁ ଦିଲ୍ଲୀ ଡକରା

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବାକୁ ବୈଠକ କରିବ ବିଜେପି । ଏ ନେଇ ରାଜ୍ୟ ବିଜେପି ନେତୃତ୍ୱଙ୍କୁ ଦିଲ୍ଲୀ ଡାକରା ଆସିଛି । ଏହା ପରେ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ଓ ଅନ୍ୟାନ୍ୟ…

ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ କରିବା ନିମନ୍ତେ ଘୋଷଣା କରିଛନ୍ତି। 5T…

ମେଣ୍ଟ ଚର୍ଚ୍ଚାକୁ ଲତା ଉସେଣ୍ଡିଙ୍କ ନା

ଭୁବନେଶ୍ୱର: କୌଣସି ମେଣ୍ଟ ଚର୍ଚ୍ଚା ହୋଇନି । ସବୁ ଆସନ ପାଇଁ ଆମେ ପ୍ରସ୍ତୁତି କରୁଛୁ ବୋଲି ଆଜି ଏପରି କହିଛନ୍ତି ବିଜେପି ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି । ସେ ଆହୁରି କହିଛନ୍ତି,” ଦିଲ୍ଲୀରେ ହୋଇଥିବା ବୈଠକରେ…

ମେଣ୍ଟ ପାଇଁ କାହିଁକି ଏତେ ବ୍ୟାକୁଳ ବିଜୁ ଜନତା ଦଳ?

ନବୀନ ଦାସ: ମେଣ୍ଟ ଚର୍ଚ୍ଚା ହିଁ ୨୪ ବର୍ଷର ସରକାରୀ ଦଳର ଅସହାୟତା, ଭୟ ଏବଂ ଅଭାବୀ ଆତ୍ମବିଶ୍ୱାସକୁ ଅତି ନଗ୍ନ ଭାବେ ପଦାରେ ପକାଇ ଦେଇଛି । ଏକଥା ମଧ୍ୟ ପରୋକ୍ଷରେ ଅନେକ ବିଜଦ ନେତା ସ୍ୱୀକାର କରୁଛନ୍ତି ।…