Day: 12 March 2024

ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ…

ଦିଲ୍ଲୀରେ ସରିଛି ମେଣ୍ଟକୁ ନେଇ ଚର୍ଚ୍ଚା; ସାମ୍ନାକୁ ଆସିବ ବଡ ଖବର

ଦିଲ୍ଲୀରେ ସରିଛି ମେଣ୍ଟ ଚର୍ଚ୍ଚା। ଲାଗିରହିଥିବା ଚର୍ଚ୍ଚାର ପୂର୍ଣ୍ଣଛେଦ ପଡିଛି। ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ସହ ରାଜ୍ୟ ନେତାଙ୍କ ଘନ ଘନ ବୈଠକରେ ଆସନ ଭାଗବଣ୍ଟାକୁ ନେଇ ଆଲୋଚନା ହୋଇଛି। କାଲି ସୁଦ୍ଧା ଆସିପାରେ ବଡ଼ ନିଷ୍ପତ୍ତି । ବିଜେଡି-ବିଜେପି ମେଣ୍ଟକୁ…

ଶପଥ ନେଲେ ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ହରିୟାଣାବାସୀଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ମିଳିଛି। ବିଜେପି ରାଜ୍ୟ ସଭାପତି ନୟାବ ସିଂହ ସୈନି ମଙ୍ଗଳବାର ସନ୍ଧ୍ୟାରେ ହରିୟାଣାର ରାଜଭବନରେ ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରୟ…

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଭତ୍ତା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିର୍ବାଚନ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଭତ୍ତା ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ପରିଷଦ ସଦସ୍ୟ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚଙ୍କ ଭତ୍ତା ବୃଦ୍ଧି କରାଯାଇଛି । ଏଣିକି ଜିଲା ପରିଷଦ ସଭାପତି ମାସିକ ୩୦ହଜାର…

ସରକାରୀ ମହିଳା କର୍ମଚାରୀଙ୍କୁ ନବୀନଙ୍କ ବଡ ଭେଟି; ୧୦ ଦିନ ଅଧିକ ସାମୟିକ ଛୁଟି ଘୋଷଣା କଲେ ନବୀନ

ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ବଡ ରାୟ

କଟକ: ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ମଙ୍ଗଳବାର ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଓସେପା ପକ୍ଷରୁ ପ୍ରକାଶ ପାଇଥିବା ମେଧା ତାଲିକାକୁ ଖାରଜ କରି ଜିଲା ବାରି ତାଲିକା ପ୍ରସ୍ତୁତ କରି ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍‌‌ ଲିଷ୍ଟ…

ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ବୈଠକରେ ଓଡ଼ିଶା ଉପରେ ହେଲାନି ଚର୍ଚ୍ଚା

ଭୁବନେଶ୍ୱର : ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ସମ୍ଭାବ୍ୟ ରାଜନୈତିକ ମେଣ୍ଟକୁ ନେଇ ଉତ୍କଣ୍ଠା ଚରମ ସୀମାରେ। ମେଣ୍ଟ ହେବ କି ନାହିଁ, ଯଦି ହେବ କିଏ କେତେ ଆସନରେ ଲଢ଼ିବେ, କିଏ କେଉଁଠାରୁ ପ୍ରାର୍ଥୀ ହେବ ତାହାକୁ ନେଇ…

ଓଡ଼ିଶାରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗଡ଼ିଲା

ରାଜ୍ୟରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବା ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୁରୀ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍‌ ସେବାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ବିକାଶ ପାଇଁ ୮୫ ହଜାର କୋଟି ଟଙ୍କାର ରେଳ…