Day: 13 March 2024

କନିଷ୍ଠ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ…

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଲେ ଗୁରୁତ୍ଵପୂର୍ଣ୍ଣ ବୈଠକ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଛନ୍ତି ଗୁରୁତ୍ଵପୂର୍ଣ୍ଣ ବୈଠକ। ଆସନ୍ତାକାଲି ଅପରାହ୍ନରେ ନବୀନ ନିବାସରେ ଏକ ମହତ୍ତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସ ଡକରା ହୋଇଛି। ମେଣ୍ଟ ଚର୍ଚ୍ଚା ଭିତରେ ବୈଠକ ଡକରା ନେଇ ରାଜନୀତି…

ମେଣ୍ଟ ଚର୍ଚ୍ଚା: ଅମିତ ଶାହଙ୍କ ଘରେ ଜରୁରୀ ବୈଠକ

ମେଣ୍ଟ ଚର୍ଚ୍ଚାକୁ ନେଇ ଜୋର ଧରିଛି ରାଜନୀତି। କେ ଦିଲ୍ଲୀରେ ବୈଠକ ତ କେବେ ଓଡ଼ିଶାରେ। ଏହି ସବୁ ଭିତରେ ଜନତା ଅପେକ୍ଷାରେ। ଏହି ଭିତରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସରକାରୀ ବାସଭବନରେ ବୈଠକ ବସିଛି। ଏହି ବୈଠକରେ ପ୍ରଭାରୀ…

ପୁଣି ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ,ମେୟରଙ୍କ ଦରମା ୫୦ ହଜାରକୁ ବୃଦ୍ଧି

ଭୁବନେଶ୍ୱର: ପୁଣି ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାର ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି କରିଥିବା ବେଳେ ଡେପୁଟି ମେୟରଙ୍କ ଦରମା ୨୦ ହଜାରକୁ ବୃଦ୍ଧି କରିଛନ୍ତି ।ଏହା ସହିତ ଏଣିକି ଏନଏସି…

ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ

ଭୁବନେଶ୍ବର: ହଟିଲା ସଫେଇ କର୍ମଚାରୀଙ୍କ ଆନ୍ଦୋଳନ। ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ। ମେୟରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ହଟିଛନ୍ତି ଆନ୍ଦୋଳନରେ ବସିଥିବା ସଫେଇ କର୍ମଚାରୀ। ତେବେ ଆନ୍ଦୋଳନ ହେବା ପରେ ମେୟରଙ୍କ ବାସଭବନରେ ବୈଠକ ବସିଥିଲା। ଏହି ବୈଠକରେ ଆଲୋଚନା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ପଦ୍ମ ସମ୍ମାନରେ ସମ୍ମାନିତ ଓଡିଶାର କୃତୀ ସନ୍ତାନ ମାନଙ୍କୁ ମାସକୁ ଦିଆଯିବ ୨୫ ହଜାର ଟଙ୍କା ସମ୍ମାନ ରାଶି

ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି…

ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମ ର ଭଞ୍ଜନଗର ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ…

ଓଡ଼ିଶା ବିଜେପି ନେତାଙ୍କୁ ଭେଟିବେ ଗୃହ ମନ୍ତ୍ରୀ ଅମିତ ଶାହ

ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ନେଇ ସ୍ପଷ୍ଟ ହେଉନି ଚିତ୍ର । ଶାହଙ୍କ ପାଖରେ ଅଟକିଛି ବିଜେପିର ନିଷ୍ପତି । ଆଜି ଗୃହମନ୍ତ୍ରୀ ଅମିତ ଶାହଙ୍କୁ ରାଜ୍ୟ ବିଜେପିର ନେତୃତ୍ୱ ଭେଟିବେ ବୋଲି ସୂଚନା ମିଳିଛି । ଆସନ ବୁଝାମଣା ବାବଦରେ ବୈଠକ…