Day: 16 March 2024

ବିଜେପି କାର୍ଯ୍ୟାଳୟରେ ରାଜ୍ୟ ନିର୍ବାଚନ କମିଟି ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ‘ରାଜ୍ୟ ନିର୍ବାଚନ କମିଟି ବୈଠକ’ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶେଶ୍ୱର ଟୁଡୁ; ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ…

ଆଜିଠାରୁ ଲାଗୁ ହେଲା ନିର୍ବାଚନ ଆଚରଣବିଧି (ମଡ଼େଲ କୋଡ଼ ଅଫ କଣ୍ଡକ୍ଟ)

ଆଜିଠାରୁ ଓଡ଼ିଶାରେ ଲାଗୁ ହେଲା ନିର୍ବାଚନ ଆଚରଣବିଧି (ମଡ଼େଲ କୋଡ଼ ଅଫ କଣ୍ଡକ୍ଟ)। ଏହା ଆଜିଠୁ ଆରମ୍ଭ ହୋଇ ନିର୍ବାଚନ ଶେଷ ପର୍ଯ୍ୟାୟ ଯାଇ ଲାଗୁ ହୋଇ ରହିବ। ଉଭୟ ରାଜନୈତିକ ଦଳ ଓ ପ୍ରାର୍ଥୀଙ୍କ ଉପରେ ଆଦର୍ଶ ଆଚରଣ ବିଧି…

୨୦୨୪ ସାଧାରଣ ନିର୍ବାଚନ – କେଉଁ ପର୍ଯ୍ୟାୟରେ କେଉଁଠି ଭୋଟ

୨୦୨୪ ସାଧାରଣ ନିର୍ବାଚନ ସାତଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନିର୍ବାଚନ କମିଶନ ଆଜି ଏ ବିଷୟରେ ସୂଚନା ଦେଇଛନ୍ତି।୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୧୯ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଏପ୍ରିଲ ୨୬ରେ…

ଓଡ଼ିଶାରେ ୪ ପର୍ଯ୍ୟାୟରେ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ

ଓଡ଼ିଶାରେ ୪ ପର୍ଯ୍ୟାୟର ଭୋଟ୍ ହେବ । ୧୩ ମଇରୁ ଓଡ଼ିଶାରେ ଭୋଟ । ରାଜ୍ୟରେ ମେ ୧୩, ମେ ୨୦, ମେ ୨୫ ଏବଂ ଜୁନ୍‌ ୧ରେ ଭୋଟ ଗ୍ରହଣ ହେବ।ଜୁନ୍‌ ୪ ତାରିଖରେ ସାରା ଦେଶରେ ଭୋଟ ଗଣତି…

ବିଜେପିରେ ଯୋଗ ଦେଲେ ଗାୟିକା ଅନୁରାଧା ପୌଡୱାଲ୍

୮୦ ଓ ୯୦ ଦଶକରେ ହିଟ୍ ସଙ୍ଗୀତ ପାଇଁ ଜଣାଶୁଣା ଭେଟେରାନ୍ ଗାୟିକା ଅନୁରାଧା ପୌଡୱାଲ୍ ଆଜି ନୂଆଦିଲ୍ଲୀରେ ବିଜେପିରେ ଯୋଗ ଦେଇଛନ୍ତି। ସେ କହିଛନ୍ତି ଯେ ସନାତନ ଧର୍ମ ସହିତ ଗଭୀର ସମ୍ପର୍କ ଥିବା ଏକ ସରକାରରେ ଯୋଗ ଦେଇ…

ଓଡ଼ିଶା ବିଜେପିର କୋର କମିଟି ବୈଠକ ଆରମ୍ଭ

ଭୁବନେଶ୍ବର: ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ କସରତ ଆରମ୍ଭ କଲା ରାଜ୍ୟ ବିଜେପି । ଆରମ୍ଭ ହୋଇଛି ବିଜେପି ନିର୍ବାଚନ କମିଟି ବୈଠକ। ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଏହି ବୈଠକ ବସିଛି । ଆଜି ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ…

କେଜ୍ରିୱାଲ୍‌ଙ୍କୁ ବଡ ଆଶ୍ବସ୍ତି; ପଢନ୍ତୁ ପୁରା ଖବର

ବାରମ୍ବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଡାକରାକୁ ଏଡ଼େଇ ଯିବା ମାମଲାରେ ଦିଲ୍ଳୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କ ନାମରେ ସମନ ହୋଇଥି‌ଲା। ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ଦ୍ବାରା କେଜ୍ରିୱାଲଙ୍କୁ ଏବେ ଆଶ୍ବସ୍ତି ମିଳିଛି। ଅଦାଲତ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି।…

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ଅନେକ ପ୍ରସ୍ତାବରେ ବାଜିବ ମୋହର

ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ଲୋକସେବା ଭବନରେ ଦିନ ୧୨ଟାର ବୈଠକ ବସିବ। ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ କରିବେ । ଏଥିରେ ବିଭିନ୍ନ ବିଭାଗର ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ। ସାଧାରଣ ପ୍ରଶାସନ,…