Day: 22 March 2024

ଆରପାରିରେ ଦାମୋଦର ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

ଭୁବନେଶ୍ଵର: ଆରପାରିରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ।ଭୁବନେଶ୍ୱରରେ ଏକ ଗାଡ଼ି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୋର ୫ ଟା ୨୩ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୩ ବର୍ଷ ବୟସରେ ସେ ପ୍ରାଣ ତ୍ୟାଗ କରିଛନ୍ତି।…

ଓଡ଼ିଶା କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ହେଲେ ଭକ୍ତ ଚରଣ ଦାସ

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ହଟିଲେ ବିଜୟ ପଟ୍ଟନାୟକ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଭକ୍ତ ଦାସଙ୍କୁ ନିଯୁକ୍ତ କରିଛନ୍ତି। ସେହିପରି ବିଜୟ ପଟ୍ଟନାୟକଙ୍କୁ ନିର୍ବାଚନ…