Day: 23 March 2024

ଭିଜିଲାନ୍ସ ଜାଲରେ ସହିଦ ନଗର ଥାନା SI

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସହିଦ ନଗର ଥାନା ଏସଆଇ । ସହିଦ ନଗର ଥାନା ଏସଆଇ ପ୍ରିୟବ୍ରତ ପ୍ରଧାନଙ୍କୁ ଧରିଥିଲା ଭିଜିଲାନ୍ସ । ଜବତ ଗାଡ଼ିକୁ ଛାଡ଼ିବା ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରା…

ଓଡିଶାରେ “ଡବଲ ଇଞ୍ଜିନ ସରକାର” ଗଠନ ପାଇଁ ସଂକଳ୍ପ ନେଲେ ପ୍ରବାସୀ ଯୁବ ଓଡ଼ିଆ

ଭୁବନେଶ୍ୱର: ବିଜୁ ଜନତା ଦଳ ସରକାର ଓଡ଼ିଶାରେ ୨୪ବର୍ଷ ଶାସନରେ ରହି ମଧ୍ୟ ଓଡ଼ିଶାର ଯୁବକଙ୍କୁ ନିଯୁକ୍ତି ଦେବାରେ ବିଫଳ ହୋଇଛନ୍ତି । ମୋଦି ସରକାରଙ୍କ ଗ୍ୟାରେଂଟି ମାଧ୍ୟମରେ ଅନ୍ୟ ରାଜ୍ୟର ଯୁବକ, ଯୁବତୀମାନେ ବିକାଶର ସୁସ୍ୱାଦୁ ଚାଖୁଥିବାବେଳେ ଓଡ଼ିଆ ଏଥିରୁ…

ବିଜେବି କଲେଜରେ ଉତ୍ତେଜନା; ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ବିଜେବି କଲେଜରେ ପୁଣିଥରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । କଲେଜ ଅଧ୍ୟକ୍ଷାଙ୍କ ବିରୋଧରେ ସ୍ୱର ଉଠାଇଛନ୍ତି କଲେଜର ଛାତ୍ରଛାତ୍ରୀ । ବିଭିନ୍ନ ସମସ୍ୟାକୁ ନେଇ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ବିଭିନ୍ନ ମୌଳିକ ସମସ୍ୟା…

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ; ସିଇସି ବୈଠକରେ ଯୋଗଦେବେ

କେନ୍ଦ୍ର ନିର୍ବାଚନ କମିଟି ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସଙ୍ଗଠନ ସାଧାରଣ ସମ୍ପାଦକ ମାନସ ମହାନ୍ତି ବି ଦିଲ୍ଲୀ ଗଲେ । ଓଡ଼ିଶା ପାଇଁ କିଛି ଲୋକସଭା ପ୍ରାର୍ଥୀଙ୍କ ନାମ ଆଜି…

ଜୟରାମ ପାଙ୍ଗୀଙ୍କ ନାମରେ ଜାମିନବିହୀନ ଗିରଫ ପର୍‌ୱାନା

ନୟାଗଡ଼ ଜିଲ୍ଲା ରଣପୁର ଥାନା ରାଜସୁନାଖଳା ନୃସିଂହପୁର ଟାଙ୍ଗୀ ସାହିର ଗୋପାଳକୃଷ୍ଣ ଜେନା (୪୭)ଙ୍କଠାରୁ ୮୬ ଲକ୍ଷ ଟଙ୍କା ଠକିବା ଓ ଆକ୍ରମଣ କରିବା ଅଭିଯୋଗରେ ନୟାଗଡ଼ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ କୋରାପୁଟ ଆରକ୍ଷୀ ଅଧୀକ୍ଷକ ଓ ପଟାଙ୍ଗୀ ଥାନା…

ମସ୍କୋରେ ଆତଙ୍କବାଦୀ ଆକ୍ରମଣ

ରୁଷ୍‌ ରାଜଧାନୀ ମସ୍କୋର ପ୍ରସିଦ୍ଧ କ୍ରୋକସ୍‌ ସିଟି ହଲ୍‌ରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଗୁଳିବର୍ଷା ଓ ବୋମାମାଡ଼ରେ ମୃତ୍ୟୁ ସଂଖ୍ୟା ୬୦କୁ ବୃଦ୍ଧି ପାଇଛି। ଏଥିରେ ଶତାଧିକ ଲୋକ ଆହତ ମଧ୍ୟ ହୋଇଛନ୍ତି। ହଲ୍‌ରେ ନିଆଁ ଲାଗିଥିବାରୁ ସାଂଘାତିକ…