Month: March 2024

ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ। ଏଥିରେ ଦଳର ସମସ୍ତ ଜିଲ୍ଲା ପର୍ଯ୍ୟବେକ୍ଷକ ଓ କୋର କମିଟି ସଦସ୍ଯ ସାମିଲ ହୋଇଛନ୍ତି। ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ…

କେନ୍ଦ୍ରୀୟ ନେତୃତ୍ୱ ନେବେ ଓଡ଼ିଶା ଉପରେ ନିଷ୍ପତ୍ତି: ମନମୋହନ ସାମଲ

ମେଣ୍ଟ ପ୍ରସଙ୍ଗରେ ପୁଣି ନିଜ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି ଯେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ସଂସଦୀୟ କମିଟି ବୈଠକ ଚୂଡ଼ାନ୍ତ ନିଷ୍ପତ୍ତି ନେବ। ସେ ଏହା ମଧ୍ୟ କହିଛନ୍ତି ଯେ ଗଣମାଧ୍ୟମ ତାଙ୍କ…

କାଲି ବସିବ ରାଜ୍ୟ ବିଜେପିର ନିର୍ବାଚନ କମିଟି ବୈଠକ

ଆସନ୍ତା କାଲି କାଲି ବସିବ ରାଜ୍ୟ ବିଜେପିର ନିର୍ବାଚନ କମିଟି ବୈଠକ। ଏହା ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସୂଚନା ଅନୁଯାୟୀ ନିର୍ବାଚନ କମିଟି ବୈଠକରେ ସବୁ ଆସନ ପାଇଁ ପ୍ରାର୍ଥୀ ସ୍ଥିର ହେବ।ମିଟିଂର ସବିଶେଷ ତଥ୍ୟ…

ସରକାରୀ କର୍ମଚାରୀଙ୍କୁ ହୋଲି ଭେଟି : ୪% ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ହୋଲି ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଚାରି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା…

ଓଡ଼ିଶାରେ ହେବ ନାହିଁ ମେଣ୍ଟ! ବିଜେପି ଏକାକୀ ସରକାର ଗଠନ କରିବ କହିଲେ ମନମୋହନ

ଭୁବନେଶ୍ୱର: ଓଡ଼ିଶାର ଅସ୍ମିତା ନେଇ ବିଜେପି ନିର୍ବାଚନ ଲଢ଼ିବ। ଓଡ଼ିଶାରେ ବିଜେପି ଏକୁଟିଆ ସରକାର ଗଠନ କରିବ। କିଛି ଏଭଳି ଦୃଢୋକ୍ତି ଆଜି ପ୍ରକାଶ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଆଜି ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେଇ ମନମୋହନ…

ସ୍ବଦେଶ ଫେରିଲେ ବିଦେଶୀ ପର୍ଯ୍ୟଟକ

ବିଦେଶୀ ପର୍ଯ୍ୟଟକ ଆନ୍ଥୋନି ଫେରିଲେ ନିଜ ଘରକୁ। ଗତ ଡ଼ିସେମ୍ବର ମାସରେ ପୁରୀ କାର ଚାଳକ ଦ୍ବାରା ଲୁଟ୍‌ର ଶିକାର ହୋଇଥିଲେ। ସୂଚନା ଅନୁଯାୟୀ ୩ ଲକ୍ଷ ୮୭ ହଜାର ଟଙ୍କା ଲୁଟି ନେଇଥିଲା କାର ଚାଳକ। ଏବେ ଅଭିଯୁକ୍ତ କାର…

ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଥମିନଥିବାବେଳେ, ଆଜି ଦିଲ୍ଲୀରୁ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦିଲ୍ଲୀରୁ ଓଡିଶା ଫେରିବା ପରେ ମେଣ୍ଟ ସମ୍ପର୍କରେ ସେ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ସବୁ ଠିକ୍…

କନିଷ୍ଠ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ

ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ…

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଲେ ଗୁରୁତ୍ଵପୂର୍ଣ୍ଣ ବୈଠକ

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଛନ୍ତି ଗୁରୁତ୍ଵପୂର୍ଣ୍ଣ ବୈଠକ। ଆସନ୍ତାକାଲି ଅପରାହ୍ନରେ ନବୀନ ନିବାସରେ ଏକ ମହତ୍ତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସ ଡକରା ହୋଇଛି। ମେଣ୍ଟ ଚର୍ଚ୍ଚା ଭିତରେ ବୈଠକ ଡକରା ନେଇ ରାଜନୀତି…

ମେଣ୍ଟ ଚର୍ଚ୍ଚା: ଅମିତ ଶାହଙ୍କ ଘରେ ଜରୁରୀ ବୈଠକ

ମେଣ୍ଟ ଚର୍ଚ୍ଚାକୁ ନେଇ ଜୋର ଧରିଛି ରାଜନୀତି। କେ ଦିଲ୍ଲୀରେ ବୈଠକ ତ କେବେ ଓଡ଼ିଶାରେ। ଏହି ସବୁ ଭିତରେ ଜନତା ଅପେକ୍ଷାରେ। ଏହି ଭିତରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସରକାରୀ ବାସଭବନରେ ବୈଠକ ବସିଛି। ଏହି ବୈଠକରେ ପ୍ରଭାରୀ…