Month: March 2024

ଦେଶର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ରେଳ ସେବା ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଆଜି ଇତିହାସ ରଚିଛି ଭାରତ । ଦେଶର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ରେଳ ସେବା ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କୋଲକତା ଠାରେ ମୋଦୀ ଏହି ଟନେଲକୁ ଉଦଘାଟନ କରିବା ସହିତ ଅନ୍ୟ କିଛି ପ୍ରକଳ୍ପକୁ ମଧ୍ୟ…

‘ମେରା ଭାରତ, ମେରା ପରିବାର’ କହିଲେ ମୋଦି; କଂଗ୍ରେସ ଉପରେ ବର୍ଷିଲେ

ଚଣ୍ଡିଖୋଲ: ଦିନିକିଆ ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଖୋଲରେ ଏକ ବିଶାଳ ଜନସଭାକୁ ସମ୍ୱୋଧିତ କରିଛନ୍ତି । ଜନସଭାରେ କେନ୍ଦ୍ର ସରକାରଙ୍କ ୧୦ ବର୍ଷର ଉପଲବ୍ଧିକୁ ଲୋକଙ୍କ ପାଖରେ ରଖିଛନ୍ତି । ମୋଦୀ ଗ୍ୟାରେଣ୍ଟି ସମାବେଶରେ ଜୟ ଜଗନ୍ନାଥ,…

ଚଣ୍ଡିଖୋଲ ସଭାରେ ବିଭିନ୍ନ ପ୍ରକଳ୍ପର କଲେ ଲୋକାର୍ପଣ ଓ ଶିଳାନ୍ୟାସ କଲେ ମୋଦୀ

ଭୁବନେଶ୍ବର: ଓଡ଼ିଶାର ବିକାଶ ପାଇଁ କେନ୍ଦ୍ର ସରକାର ଗୁରତ୍ବ ଦେଉଛନ୍ତି। ଓଡ଼ିଶା ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଏହା କହିଛନ୍ତି। ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆମ ସରକାର ଯେଉଁ ପ୍ରକଳ୍ପ ପାଇଁ ଶିଳାନ୍ୟାସ…

ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ପଞ୍ଜୀକରଣ

ଭୁବନେଶ୍ବର: ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେଲା ଛାତ୍ରଛାତ୍ରୀଙ୍କ ନାମ ପଞ୍ଜୀକରଣ । ଆସନ୍ତା ଅଗଷ୍ଟ ୧୫ ତାରିଖରେ ଛାତ୍ରଛାତ୍ରୀଙ୍କୁ ଏହି ମ୍ୟାଜିକ କାର୍ଡ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁକ୍ତତିନି ଓ ପିଜିର…

ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ବର: ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ସେ। ପ୍ରଫୁଲ ସାମଲ ଓ ତାଙ୍କ ପୁଅ…

ଜନ୍ମ ଜୟନ୍ତୀରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ବିଜୁ ପଟ୍ଟନାୟକଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । “ତାଙ୍କର ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଏବଂ ଅବିସ୍ମରଣୀୟ ଆତ୍ମା ​​ପିଢିକୁ ପ୍ରେରଣା ଯୋଗାଇଛି । ଆମ ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପାଇଁ ତାଙ୍କର…

ଓଡ଼ିଶା ଆସୁଛନ୍ତି ମୋଦି; ଚଣ୍ଡିଖୋଲରେ ମଞ୍ଚ ଉପରେ ନବୀନଙ୍କ ସହ ଭେଟ

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଯାଜପୁର ଚଣ୍ଡିଖୋଲରେ ବିଭିନ୍ନ କାର୍ଯ୍ଯକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ସେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ଯାସ କରିବେ । ଏହାପରେ ଏକ ସାଧାରଣ ସଭାରେ ଯୋଗଦେଇ…

ମୋଦିଜୀଙ୍କ ଚଣ୍ଡିଖୋଲ ଗସ୍ତ ଜନତା ଓ କାର୍ଯ୍ୟକର୍ତାଙ୍କୁ ନୂତନ ଉର୍ଜ୍ଜା ଯୋଗାଇବ: ମନମୋହନ ସାମଲ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ନ ୩ଟା ୧୫ରେ ଲୋକାର୍ପଣ ଓ ଶିଳାନ୍ୟାସର ସରକାରୀ କାର୍ଯ୍ୟକ୍ରମରେ…

ବିଜେପିର ମହାମିଶ୍ରଣ ପର୍ବ; ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ ଧରିଲେ ପଦ୍ମ

ଭୁବନେଶ୍ୱର: ଢେଙ୍କାନାଳରେ ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ ବି ସାମିଲ ହେଇଛନ୍ତି। କିଛି ଦିନ ତଳେ ହାତ ଛାଡ଼ିଥିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର…

ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି

ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦…