Month: March 2024

ସମଲେଶ୍ଵରୀ ମନ୍ଦିର ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଲୋକସଭା ଆସନରୁ ବିଜେପିରୁ ପ୍ରାର୍ଥୀ ହେବା ପରେ ଭଗବାନଙ୍କ ଶରଣରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଥମେ ପ୍ରଭୁ ଜଗନ୍ନାଥ, ପରେ ଲିଙ୍ଗରାଜ, ଏହା ପରେ ମା’ ହିଙ୍ଗୁଳା ଓ ଏବେ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି…

ସମ୍ବଲପୁର ଜିଲ୍ଲା ଅଞ୍ଚଳରେ ଡାଇରିଆ ସଂକ୍ରମଣ ଆକ୍ରାନ୍ତଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଜିଲ୍ଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ଦ୍ୱାରା ଆକ୍ରାନ୍ତ ହୋଇ ଭିମସାର, ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଥିବା ଲୋକମାନଙ୍କୁ ଭେଟିବା ସହ ଡାକ୍ତରଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମସ୍ତ ଆକ୍ରାନ୍ତଙ୍କ…

ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଲିଙ୍ଗରାଜ ଓ ମା’ ହିଙ୍ଗୁଳାଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: – ସମ୍ବଲପୁରରୁ ବିଜେପିର ଲୋକସଭା ପ୍ରାର୍ଥୀ ହେବା ପାଇଁ ମନୋନୀତ ହେବା ପରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପବିତ୍ର ଦୋଳ ପୂର୍ଣ୍ଣିମାରେ ବଡି ଭୋରରୁ ଶ୍ରୀମନ୍ଦିରକୁ ଯାଇ ପ୍ରଥମେ ମହାପ୍ରଭୁ…

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବିପତ୍ର ଦେଲେ ବିଜେପି ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବା ମାତ୍ରେ ସମଗ୍ର ଦେଶ ସମେତ ରାଜ୍ୟରେ ମଧ୍ୟ ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଲାଣି । ତା ପରେ ବି ଶାସକ ବିଜୁ ଜନତା ଦଳ ସରକାରୀ…

ଥାନା ଆଗରେ କୋଟି କୋଟି ଟଙ୍କାର ଗାଡ଼ି ହେଲା ଜବତ

ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି କିଛି ଏମିତି ତଥ୍ୟ ଯାହା ଦେଖିକି ସବୁ ଆଶ୍ଚର୍ଯ୍ୟ। ଗତକାଲି ଠୁ ୩୦ରୁ ଅଧିକ ଦାମୀ ଗାଡ଼ି ଜବତ କରାଯାଇଛି। ଗାଡି ଭିତରୁ ଫୋର୍ଚେ, ମର୍ସିଡିସ୍, BMW, ରେଞ୍ଜ ରୋଭର ପରି ଗାଡ଼ି ଜବତ ହୋଇଛି।…

ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର ଓ ସମ୍ବିତ

ପ୍ରାର୍ଥୀ ଘୋଷଣା ପରେ ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ସକାଳ ଧର୍ମପତ୍ନୀ ମୁର୍ଦଳା ଠାକୁରଙ୍କ ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଆସି ପୁରୀ ସାଂସଦ ପ୍ରାର୍ଥୀ…

ସ୍ୱାଧୀନ ଭାବେ ଲଢ଼ିବେ ଖାରବେଳ ସ୍ବାଇଁ

ବାଲେଶ୍ବର: ଓଡ଼ିଶା ପାଇଁ ବିଜେପିର ସାଂସଦ ପ୍ରାର୍ଥୀ ଘୋଷଣା ହେଉ ହେଉ ଦଳରେ ଆରମ୍ଭ ହେଲା ବିଦ୍ରୋହ। ବିଦ୍ରୋହର ଶଙ୍ଖ ଫୁଙ୍କିଲେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଖାରବେଳ ସ୍ବାଇଁ। ବାଲେଶ୍ବରରେ ଆଜି ବିଧିବଦ୍ଧ ଭାବେ ସାମ୍ବାଦିକ ସମ୍ମିଳନୀ…

ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ।ଦଳର ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି ପୂର୍ଣ୍ଣଚନ୍ଦ୍ର। ଇସ୍ତଫା ପତ୍ର ପଠାଇ ଦଳ ଛାଡିଛନ୍ତି। ସେ ୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଜିତିଥିଲେ। ୨୦୧୯ରେ ଦଳ ତାଙ୍କ ସ୍ଥାନରେ ସୂର୍ଯ୍ୟମଣି…

ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଶେଷରେ ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପୂର୍ବରୁ ବିଜେପି ପକ୍ଷରୁ ୪ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରାଯାଇଥିବା ଏହା ଦଳର ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । କେନ୍ଦ୍ର…

ଏଥର ଆରପାର ଲଢେଇ: ମନମୋହନ ସାମଲ

ଦିଲ୍ଲୀରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି । ସେ କହିଛନ୍ତି କି କେନ୍ଦ୍ରୀୟ ନିର୍ବାଚନ ବୈଠକରେ ରଣନୀତି ସ୍ଥିର ହୋଇଛି। ଏତିକି ନୁହଁ ପ୍ରାର୍ଥି ଚୟନ ମଧ୍ଯ ଖୁବ୍ ଶୀଘ୍ର ଚୂଡ଼ାନ୍ତ ହେବ। ସେ…