ରାଜ୍ୟ ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ April 1, 2024 Shree ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ । କର୍କଟରୋଗରେ ଆକ୍ରାନ୍ତ ହୋଇ ତାଙ୍କର ଚିକିତ୍ସା ଚାଲିଥିଲା । ଆଜି ସନ୍ଧ୍ୟାରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି ।ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ…
ରାଜ୍ୟ ରମ୍ଭା ପ୍ୟାଲେସର ନବୀକୃତ ରୂପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ April 1, 2024 Shree ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ରାଜବାଟୀ ରମ୍ଭା ପ୍ୟାଲେସର ନବୀକୃତ ରୂପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଉଦ୍ଘାଟନ ପରେ ନବୀନ ପଟ୍ଟନାୟକଙ୍କ ବକ୍ତବ୍ୟ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ଏଇଠୁ ହିଁ ପଡ଼ିଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ…
ରାଜନୀତି ରାଜ୍ୟ ପ୍ରଥମ ରିପୋର୍ଟ କାର୍ଡ ଜାରି କଲେ ପୁରୀ ବିଜେପି ସାଂସଦ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର April 1, 2024 Shree ଭୁବନେଶ୍ୱର: ଭୁବନେଶ୍ବର ବିଜେପି କାର୍ଯ୍ୟାଳୟଠାରେ ରିପୋର୍ଟ କାର୍ଡ ଜାରି କରିଛନ୍ତି ପୁରୀ ଲୋକସଭାର ସାଂସଦ ପ୍ରାର୍ଥୀ ଡକ୍ଟର ସମ୍ବିତ ପାତ୍ର। ଉଲ୍ଲେଖନୀୟ ବିଷୟ ହେଉଛି ଗତ ନିର୍ବାଚନରେ ହାରିଥିବା ସାଂସଦ ପ୍ରାର୍ଥୀଙ୍କ ମଧ୍ୟରେ ଏପରି ରିପୋର୍ଟ କାର୍ଡ ଜାରି କରିବାରେ ପ୍ରଥମ…
ରାଜନୀତି ରାଜ୍ୟ ମଇଦାନକୁ ଓହ୍ଲାଇଲେ ବୈଜୟନ୍ତ ପଣ୍ଡା April 1, 2024 Shree ବଡ ଲଢେଇ ପାଇଁ ପ୍ରସ୍ତୁତ ହେଉଛି କେନ୍ଦ୍ରପଡା । ବିଜେପି ଟିକେଟ ପାଇବା ପରେ କେନ୍ଦ୍ରାପଡାରେ ବିଶାଳ ରାଲି କରି ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବୈଜୟନ୍ତ ପଣ୍ଡା । ସେ କହିଛନ୍ତି କି, ମୋଦିଙ୍କ ବିକଶିତ ଭାରତ ଗଠନର ଆମର…
ରାଜନୀତି ରାଜ୍ୟ ପ୍ରାର୍ଥୀ ଘୋଷଣା: ବିଜେଡିର କାହିଁକି ଏତେ ମୁଣ୍ଡ ବିନ୍ଧା? ବିଜେପିର କାଉଣ୍ଟର ଆଟାକ୍ April 1, 2024 Nirvay ୧୪୭ଟି ବିଧାନସଭା ଆସନରେ ଉପଯୁକ୍ତ ପ୍ରାର୍ଥୀ ମିଳୁ ନଥିବା ବିଜେଡିର ଅଭିଯୋଗକୁ ନେଇ ବିଜେପିର କାଉଣ୍ଟର ଆଟାକ୍। ବିଜେଡିକୁ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ରଙ୍କ ଆହ୍ବାନ, ପ୍ରଥମେ ସବୁ ୧୪୭ ଆସନରେ ପ୍ରାର୍ଥୀ ଘୋଷଣା କର । “ବିଜେପି ଟିକେଟ…
ରାଜନୀତି ରାଜ୍ୟ ପଦ୍ମ ଧରିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି April 1, 2024 Nirvay ଉତ୍କଳ ଦିବସରେ ବିଜେପିର ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ପଦ୍ମ ଧରିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ସେ ୨୦୧୯ ମସିହାରେ ବିଜେପିର ଟାଣୁଆ ନେତା ବୈଜୟନ୍ତ ପଣ୍ଡାଙ୍କ ବିରୁଦ୍ଧରେ ବିଜୟୀ ହୋଇଥିଲେ । ୨ ଦିନ ତଳେ ବିଜେଡି…
ରାଜ୍ୟ ବିଜେଡି ନେତା ସୁବ୍ରତ ଛାଟୋଇଙ୍କ ଉପରେ ଆୟକର ରେଡ଼୍ April 1, 2024 Nirvay ଭୁବନେଶ୍ୱରର ପ୍ରତିଷ୍ଠିତ କୋଚିଂ ସେଣ୍ଟର ବଣିକରେ ଆୟକର ବିଭାଗର ଚଢ଼ାଉ । ବିଜେଡି ନେତା ସୁବ୍ରତ ଛାଟୋଇଙ୍କ କୋଚିଂ ସେଣ୍ଟରରେ ଓ ଘର ଉପରେ ରେଡ୍ କରୁଛନ୍ତି ଇନକମ ଟ୍ୟାକ୍ସ ଅଫିସର । ଗତବର୍ଷ ମଧ୍ୟ ତାଙ୍କ ଶିକ୍ଷାନୁଷ୍ଠାନରେ ହୋଇଥିଲା ଜିଏସଟି…