Day: 2 April 2024

ବିଜେପିରେ ମିଶିଲେ ଲିଙ୍କନ ସୁବୁଦ୍ଧି

ବିଜୁ ମହିଳା ଜନତା ଦଳ ରାଜ୍ୟ ସାଧାରଣ ସମ୍ପାଦିକା ଲିଙ୍କନ ସୁବୁଦ୍ଧି ଆଜି ନିଜ ସମର୍ଥକଙ୍କ ସହିତ ବିଜେପିରେ ଯୋଗ ଦେଇଛନ୍ତି।ଓଡ଼ିଶାର ବିକାଶ ପାଇଁ ବିଜେପି ଲଢ଼େଇ କରିବ । ରାଜ୍ୟର ପ୍ରତ୍ୟେକ ପ୍ରାନ୍ତରୁ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ବିଭିନ୍ନ…

ଆଦିବାସୀ ଯୁବକଙ୍କ ହାଜତ ମୃତ୍ୟୁ ନେଇ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟିଲା ବିଜେପି ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ଥାନା ହାଜତରେ ଅସ୍ୱାଭାବିକ ମୃତ୍ୟୁ ବ୍ୟତିକ୍ରମ ନୁହେଁ ବରଂ ଏକ ସ୍ୱାଭାବିକ ଘଟଣାରେ ପରିଣତ ହେଲାଣି । ବିଶେଷକରି ଜିଲ୍ଲାର ଖଣି ଅଂଚଳ ଯୋଡା-ବଡବିଲ୍‌ରେ ଖଣି ମାଫିଆଙ୍କ ସହିତ ପୋଲିସର ମଧୁଚନ୍ଦ୍ରିକା କାହାକୁ ଆଶ୍ଚର୍ଯ୍ୟ ଚକିତ କରୁନଥିବାବେଳେ…

ଓଡ଼ିଶାର ୮ ଆଇଏଏସ ଓ ଆଇପିଏସ ଙ୍କ ଉପରେ ନିର୍ବାଚନ କମିଶନଙ୍କ ଛାଟ

ଆସନ୍ତା ମାସ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ସେହିପରି ମେ ୧୩ରୁ ୪ଟି ପର୍ଯ୍ୟାୟରେ ଓଡ଼ିଶାରେ ମତଦାନ ଗ୍ରହଣ କରାଯିବ । ତେବେ ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ସହିତ ସମାପନ କରିବା ପାଇଁ…

ରାଜ୍ୟର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ବିଜେପି, ବିଜେଡି ପରେ ଏବେ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ପ୍ରଥମ ପର୍ଯ୍ୟାୟରେ ଦଳ ଆଜି ରାଜ୍ୟର ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ା…

ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ବହୁ ମାନସ ମନ୍ଥନ ଓ କଳ୍ପନାଜଳ୍ପନା ପରେ ପ୍ରକାଶ ପାଇଲା ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା । ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ୧୧୨ ଟି ବିଧାନସଭା ସିଟ ପ୍ରାର୍ଥୀ ଘୋଷଣା କଲା ବିଜେପି ।…

ଏତେ ସହଜ ନୁହେଁ ଜୁଏଲଙ୍କ ପାଇଁ ନିର୍ବାଚନ

ରାଉରକେଲାରୁ ନବୀନ ଦାସ : ସୁନ୍ଦରଗଡ ଲୋକସଭା ଆସନ ପାଇଁ ବରିଷ୍ଠ ଆଦିବାସୀ ନେତା ଜୁଏଲ ଓରାମଙ୍କୁ ପୁଣି ପ୍ରାର୍ଥୀ କରିଛି ଭାରତୀୟ ଜନତାପାର୍ଟି । ମେଣ୍ଟ ଭାଙ୍ଗିବା ପରେ ୨୦୦୯ରେ ବିଜୁ ଜନତା ଦଳର ପରୋକ୍ଷ ସମର୍ଥନରେ କଂଗ୍ରେସର ହେମାନନ୍ଦ…

କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା

ନିର୍ବାଚନ ପୂର୍ବରୁ କଂଗ୍ରେସ୍କୁ ଆଉ ଏକ ଝଟକା । ଟାଣୁଆ ନେତା ଅଧିରାଜ, ସୁରେନ୍ଦ୍ର ସିଂ ଭୋଇ ଓ ଚିରଞ୍ଜୀବ ବିଶ୍ୱାଳଙ୍କ ପରେ ଏବେ ଗଣେଶ୍ୱର ବେହେରା ଛାଡିଛନ୍ତି କଂଗ୍ରେସ ଦଳ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ଇସ୍ତଫା…