Day: 3 April 2024

ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଲିଟୁ ମହାସୁଆର

ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଲିଟୁ ମହାସୁଆର।ଭୁବନେଶ୍ୱର ଏକାମ୍ର ବିଧାନସଭା କ୍ଷେତ୍ର ପାଇଁ ବିଜେଡିରେ ବିବାଦ ଲାଗିରହିଛି। ପ୍ରାର୍ଥୀ ଚୟନ ପରେ ଏହି ଖବର ସାମ୍ନାକୁ ଆସିଛ। ଅଶୋକ ପଣ୍ଡାଙ୍କୁ ପ୍ରାର୍ଥୀ ଘୋଷଣା ପରେ ତେଜିଛି ଏହି ବିବାଦ। ଏହି…

ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ତାଲିକା ଜାରି କଲା ବିଜେଡି

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ଆଜି ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେହିପରି ଆଉ ପାଞ୍ଚଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ବଲାଙ୍ଗୀରରୁ ସୁରେନ୍ଦ୍ର…

କଂଗ୍ରେସର ବିଧାୟକ ସୁର ରାଉତରାୟଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ରାଜ୍ୟ କଂଗ୍ରେସ

ଭୁବନେଶ୍ବର: କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟଙ୍କୁ ପୁଣିଥରେ କାରଣ ଦର୍ଶାଅ ନୋଟିସ ଜାରି କରିଛି ରାଜ୍ଯ କଂଗ୍ରେସ। ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବନି ବୋଲି ନୋଟିସ କରାଯାଇଛି। ତାଙ୍କ ପୁଅ ତଥା ବିଜେଡି…

ମୁଖ୍ୟମନ୍ତ୍ରୀଙ୍କୁ ଭାଷା ତୀର ମାରିଲେ ସିଦ୍ଧାନ୍ତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ସିଦ୍ଧାନ୍ତ ମହାପାତ୍ରଙ୍କ କଡା ସମାଲୋଚନା । ବିଜେପି ନେତା ତଥା ଦିଗପହଣ୍ଡି ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର ଉତ୍କଳ ଦିବସ ପାଳନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରି ଭାଷା ତୀର ମାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଯିବା ସମୟ ହେଲାଣି,…

ବିଜେପି ଛାଡ଼ୁ ଛାଡ଼ୁ ବିଜେଡିରେ ମିଶିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର: ନିର୍ବାଚନ ତାରିଖ ଯେତେ ପାଖଉଛି ରାଜ୍ୟ ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଏସବୁ ମଧ୍ୟରେ ଓଡ଼ିଶା ବିଜେପିକୁ ଲାଗିଛି ବଡ଼ ଝଟକା। ବିଜେପି ସହିତ ୨୩ ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ବରିଷ୍ଠ ନେତା ଭୃଗୁ ବକ୍ସିପାତ୍ର।ବିଜେପି ଛାଡ଼ୁ…

ବିଜେପି ଛାଡି ବିଜେଡିରେ ମିଶିଲେ ପ୍ରକାଶ ବେହେରା

କଟକ: ବିଜେଡିରେ ମିଶିଲେ ପ୍ରକାଶ ବେହେରା । ସାଲେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା କଟକ ଜିଲ୍ଲା ବିଜେପିର ପୂର୍ବତନ ସଭାପତି ପ୍ରକାଶ ଚନ୍ଦ୍ର ବେହେରା ବିଜେପିରୁ ଇସ୍ତଫା ଦେଇ ଆଜି ବିଜେଡିରେ ମିଶିଛନ୍ତି । ଭୁବନେଶ୍ୱର ସ୍ଥିତ…

କାଲିମେଳା ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ମାଲକାନଗିରି ପୋଲିସ ଦ୍ବାରା କାଲିମେଳାର ଦୟାଲତୁଙ୍ଗ ଗାଁ ନିକଟ ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି । ୧୯୦ଟି ଜିଲେଟିନ ଷ୍ଟିକ, ୨୦କେଜି ଓଜନର ଗୋଟିଏ ଆଇଇଡି, ୭କେଜି ଓଜନର ୫ଟି ଆଇଇଡି, ୫କେଜି, ୪କେଜି,…

ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ

ବ୍ରହ୍ମପୁର ସାଂସଦଙ୍କୁ ନୂଆ ଦାୟିତ୍ୱ । ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ବିଜେଡି ନିର୍ବାଚନୀ ଇସ୍ତାହାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦେଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ବର୍ତମାନ ଚନ୍ଦ୍ରଶେଖରଙ୍କ ତତ୍ତ୍ୱାବଧାନରେ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ପ୍ରସ୍ତୁତ କରିବ…

ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର; ବିଜେଡିରେ ଯୋଗ ଦେବେ

ବିଜେପି ସହ ଦୀର୍ଘ ୨୩ ବର୍ଷର ସମ୍ପର୍କ ଛିନ୍ନ କରିଛନ୍ତି ରାଜ୍ୟ ଉପ ସଭାପତି ଭୃଗୁ ବକ୍ସିପାତ୍ର। ଦଳର ପ୍ରାଥମିକ ପଦରୁ ଇସ୍ତଫା ଦେବା ସହ ନିଜ କ୍ଷୋଭକୁ ବ୍ୟକ୍ତ କରିଛନ୍ତି । ବ୍ରହ୍ମପୁର ଲୋକସଭା ଆସନରୁ ଟିକେଟ ନ ମିଳିବା…