Day: 5 April 2024

ବିଜେପିରେ ଯୋଗ ଦେଲେ ପୋଲସରାର ଅଗ୍ନିକନ୍ୟା ଆରତୀ ଦେବୀ

ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଦିନବ୍ୟାପୀ ମିଶ୍ରଣ ପର୍ବ ଜାରୀ ରହିଥିଲା । ଆଜି ସନ୍ଧ୍ୟାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୋଲସରା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତ୍ରୀ ତଥା କନ୍ଧମାଳ ଲୋକସଭା ସଂସଦୀୟ କ୍ଷେତ୍ରରେ ପର୍ଯ୍ୟବେକ୍ଷକ ସୁଶ୍ରୀ ଆରତୀ ଦେବୀ…

ଆସିଲା ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ବିଜେଡି ତରଫରୁ ୨୦୨୪ ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି । ଏହି କ୍ରମରେ ଦଳ ଏଥର ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ରେଙ୍ଗାଲି- ସୁଦର୍ଶନ ହରିପାଲ ରାଉରକେଲା- ସାରଦା…

ବିଜେପିର ମିଶ୍ରଣ ପର୍ବ: ମିଶିଲେ ରଜତ ଚୌଧୁରୀ, ବିଶ୍ୱଭୂଷଣ ଦାସ

ନିର୍ବାଚନ ପୂର୍ବରୁ ଲାଗି ରହିଛି ଇସ୍ତଫା ଏବଂ ମିଶ୍ରଣ ପର୍ବ। ଶୁକ୍ରବାର ଦିନ ବିଜେପିର ମିଶ୍ରଣ ପର୍ବରେ ଶାମିଲ ହୋଇଛନ୍ତି କଂଗ୍ରେସର ପୂର୍ବତନ ଯୁବ ନେତା ରଜତ ଚୌଧୁରୀ ଏବଂ ବିଶ୍ଵଭୂଷଣ ଦାସ ଓ ବିଜେଡିରୁ ଆସିଥିବା ଅମରେନ୍ଦ୍ର ଦାସ। ପୂର୍ବତନ…

ଗୋରୁ ବୋଝେଇ କଣ୍ଟେନର ଜବତ

ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଧୀନ ୪୯ନଂ ଜାତୀୟ ରାଜପଥ ଜନସନପୁର ଟୋଲ ଗେଟ ପାଖରୁ ତେଲକୋଇ ପୁଲିସ ଦ୍ୱାରା ଦୁଇଟି ବେଆଇନ ଗୋରୁ ବୋଝେଇ ୧୬ଚକିଆ ଟ୍ରକ ଜବତ କରାଯାଇଛି। ଏଥିରେ ସଂପୃକ୍ତ ଦୁଇ ଜଣଙ୍କୁ ପୁଲିସ ଗିରଫ…

ଓଡ଼ିଶାର ୧୪ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ

ଭୁୁବନେଶ୍ୱର: ଖୋର୍ଦ୍ଧା, କଟକ, ବୌଦ୍ଧ, ମାଲକାନଗିରି, କେନ୍ଦୁଝର, ନୟାଗଡ଼, ଅନୁଗୁଳ, ବଲାଙ୍ଗିର, କନ୍ଧମାଳ, ବାଲେଶ୍ବରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୪ ଡିଗ୍ରୀ ଟପିଛି । ସର୍ବାଧିକ ତାପମାତ୍ରା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ…

ବିଜେପିରେ ସାମିଲ ହେଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ

ଆସନ୍ତା ମାସ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ଏହା ମଧ୍ୟରେ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ବିଧାନସଭା ଓ ଲୋକସଭା…

ବିଜେପିରୁ ଇସ୍ତଫା ଦେଲେ ରବି ପାଣି

ନିର୍ବାଚନ ତାରିଖ ଯେତେ ପାଖଉଛି ବିଭିନ୍ନ ରାଜନୈତିକ ଦଳ ଆପଣାଉଛନ୍ତି ନୂଆ ନୂଆ ରଣନୀତି। ଏହାରି ମଧ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ଏସବୁ ଭିତରେ ବିଜେପି ଛାଡ଼ିଲେ ରବି ନାରାୟଣ ପାଣି। ପାଲଲହଡ଼ାର ପୂର୍ବତନ ବିଧାୟକ ରବି…

କୋଟିଆ ଗସ୍ତରେ ମୁଖ୍ୟ ଶାସନ ସଚିବ

କୋଟିଆ ଗସ୍ତରେ ଯାଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ଆଜି ମୁଖ୍ୟ ଶାସନ ସଚିବଙ୍କ ସହ କୃଷି ସଚିବ ଅରବିନ୍ଦ ପାଢ଼ୀ ମଧ୍ୟ ସାମିଲ ହୋଇଥିଲେ। ସୂଚନା ଅନୁଯାୟୀ କୋଟିଆରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସ୍କୁଲ, ମା’…

କଂଗ୍ରେସ ଜାରି କଲା ନିର୍ବାଚନୀ ଇସ୍ତାହାର

କଂଗ୍ରେସ ଘୋଷଣା କଲା ନିର୍ବାଚନୀ ଇସ୍ତାହାର । ଦେଲା ୨୫ ଗ୍ୟାରେଣ୍ଟି, ୫ ନ୍ୟାୟ ପ୍ରତିଶ୍ରୁତି । ୨୦୨୪ ସାଧାରଣ ନିର୍ବାଚନ ପାଇଁ ‘ନ୍ୟାୟ ପତ୍ର’ ନାଁରେ ଇସ୍ତାହାର ଘୋଷଣା କରିଛି କଂଗ୍ରେସ । ଏହି ଇସ୍ତାହାର ଅନୁସାରେ ଘୋଷଣାପତ୍ରରେ ଦଳ…

ମୋନିଦୀପା ସର୍ଖେଲଙ୍କୁ ବିଜେଡି ଦେଲା ନୂଆ ଦାୟିତ୍ବ

ଭୁବନେଶ୍ବର: ଆଜି ପାରଦ୍ବୀପର ନେତ୍ରୀ ମୋନିଦୀପା ସର୍ଖେଲଙ୍କୁ ବିଜୁ ଜନତା ଦଳ ନୂଆ ଦାୟିତ୍ବ ପ୍ରଦାନ କରିଛି। ତାହା ହେଲା ମୋନିଦୀପାଙ୍କୁ ଦଳ ବିଜୁ ଶ୍ରମିକ ସାମୁଖ୍ୟର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତି କରିଛି। କିଛିଦିନ ତଳେ ସେ ବିଜେଡିରେ ସାମିଲ…