Day: 7 April 2024

ଶଙ୍ଖ ଧରିଲେ ଗଣେଶ୍ୱର ବେହେରା

ଶଙ୍ଖ ଭବନ ଯାଇ ବିଜେଡିରେ ସାମିଲ ହେଲେ ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା । ତାଙ୍କ ସହ ବିଜେଡିରେ ଯୋଗ ଦେଇଛନ୍ତି ଏକାଧିକ କଂଗ୍ରେସ କର୍ମୀ । ବିଜେଡିରେ ସାମିଲ ହେବା ପରେ ଗଣେଶ୍ୱର କହିଛନ୍ତି, ସେ ସବୁବେଳେ ଲୋକଙ୍କ…

ଶଙ୍ଖ ଧରିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ବର : ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହୋଇଛନ୍ତି ଲେଖାଶ୍ରୀ। ଆଜି ସକାଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ଶଙ୍ଖ ଭବନରେ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର…

୫ ସଂସଦୀୟ କ୍ଷେତ୍ର ପାଇଁ ନୂତନ ସଂଯୋଜକ ନିଯୁକ୍ତ କଲା ବିଜେଡି

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ବିଜେଡିର ନୂଆ ଷ୍ଟ୍ରାଟେଜି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ସଂଯୋଜକ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ…

ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଦଳ ବଦଳ ପ୍ରକ୍ରିଆ ଜାରି ରହିଛି । ଏଥିମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର । ରାଜ୍ୟ ବିଜେପି ଉପ ସଭାପତି ଥିଲେ ଲେଖାଶ୍ରୀ…

ହାତ ବଢ଼ାଇ ରକ୍ଷା କଲେ ଲାଓସରେ ଫସିଥିବା ୧୭ ଓଡ଼ିଆ ଶ୍ରମିକ

ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଲାଓସରେ ଫସି ରହିଥିବା ୧୭ ଜଣ ଓଡ଼ିଆ ଶ୍ରମିକ ଓଡ଼ିଶା ଫେରୁଛନ୍ତି। ଆସନ୍ତାକାଲି ସେମାନେ ଓଡିଶାରେ ପହଞ୍ଚିବା ନେଇ ଦୂତାବାସ ତରଫରୁ ସୂଚନା ମିଳିଛି। ଫସିଥିବା ୧୭ ଓଡ଼ିଆ…