Day: 23 April 2024

ଓଡ଼ିଶାରେ ନିର୍ବାଚନ ପ୍ରଚାର ପାଇଁ ଆସିଲା ବିଜେପିର ୪୦ ଜଣିଆ ତାଲିକା

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ମଙ୍ଗଳବାର ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଯେଉଁମାନେ ସ୍ଥାନ ପାଇଛନ୍ତି, ସେମାନେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ।…

ସମ୍ବଲପୁରର ସ୍ବାଭିମାନ ଓ ଅସ୍ମିତା ପାଇଁ ବିଜେଡି ଛାଡ଼ିଲେ ରାସେଶ୍ୱରୀ ପାଣିଗ୍ରାହୀ

ସମ୍ବଲପୁର: ସମ୍ବଲପୁରରେ ବିଜେଡିକୁ ବଡ଼ ଝଟକା ଦେଲେ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ। ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ। ସେ ନିଜର ଇସ୍ତଫା ପତ୍ର ଦଳି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ…

ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ

ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ଟିକେଟ ନ ମିଳିବାରୁ ସେ ଦଳ ଛାଡିଛନ୍ତି। ବିଜେଡି ସୁପ୍ରିମୋଙ୍କ ଲେଖିଥିବା ଇସ୍ତଫା ପତ୍ରରେ ସୀମାରାଣୀ ଲେଖିଛନ୍ତି, ୧୦ ବର୍ଷ ହେଲା ସେ ଲୋକଙ୍କର ସେବା କରିଆସୁଥିଲେ। ତେବେ ବ୍ୟକ୍ତିଗତ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ । ମଙ୍ଗଳ ଆଳତି ପୂର୍ବରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଗଲା । ବଡ଼ ମହାସ୍ନାନ ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ।…