Day: 1 May 2024

ଆଜି ଆନ୍ତର୍ଜାତୀୟ ଶ୍ରମିକ ଦିବସ

ଆଜି ସାରା ବିଶ୍ୱରେ ଶ୍ରମିକ ଦିବସ ପାଳନ କରାଯାଉଛି । ମେ ୧ ତାରଖକୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ଭାବେ ପାଳନ କରାଯାଏ । ଶ୍ରମ ଜିବୀମାନଙ୍କର ଅଧିକାର ସମ୍ପର୍କରେ ଜନ ସଚେତନ ସୃଷ୍ଟି କରିବା ସହ ସମାଜ ପ୍ରତି ସେମାନଙ୍କ…

ରାଜ୍ୟ ସରକାରଙ୍କୁ ସାଂସଦ ଅପରାଜିତାଙ୍କ ଟାର୍ଗେଟ୍‌

ଭୁବନେଶ୍ୱର: ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଦୁଇଟି ସ୍ଥାନରୁ ନିର୍ବାଚନ ଲଢ଼ିବା ପ‌ଛରେ ସାନବାବୁଙ୍କୁ ବ୍ୟାକଡୋର୍ ଏଣ୍ଟ୍ରି ଲାଗି ପ୍ରୟାସ ଓ…

ମେ ୬ ରେ ଓଡ଼ିଶା ଆସୁଛନ୍ତି ମୋଦି, ଉତ୍ସାହିତ ବିଜେପି କର୍ମୀ

ଆସନ୍ତା ୬ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରହ୍ମପୁରରେ ସକାଳ ୧୦ଟା ଓ ନବରଙ୍ଗପୁରରେ ସାଢ଼େ ୧୨ଟାରେ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ…

ଦିଲ୍ଲୀ-ଏନସିଆର ରେ ଏକାଧିକ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ ; ଦିଲ୍ଲୀ-ଏନସିଆର ଏକାଧିକ ସ୍କୁଲକୁ ଆସିଲା ଧମକପୂର୍ଣ୍ଣ ଇମେଲ୍ । ସ୍କୁଲରେ ବୋମା ଥିବା ନେଇ ଇମେଲ୍ ଆସିବା ପରେ ବିଭିନ୍ନ ସ୍କୁଲରେ ଆତଙ୍କ ଖେଳି ଯାଇଛି । ଆଜି ସକାଳେ ଏହି ଧମକ ପାଇଥିବା ବିଦ୍ୟାଳୟମାନଙ୍କ ମଧ୍ୟରେ ଚାଣକ୍ୟପୁରୀର…

ବିଶ୍ୱେଶ୍ୱର ଟୁଡୁଙ୍କ ବିମାନ ଯାଞ୍ଚ କଲା ଫ୍ଲାଇଙ୍ଗ ସ୍କ୍ବାର୍ଡ

କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ବିଚ୍ କ୍ରାଫ୍ଟ -୨୦୦କୁ ଯାଞ୍ଚ କଲା ଫ୍ଲାଇଙ୍ଗ ସ୍କ୍ବାର୍ଡ । ମାଲକାନଗିରିର ମିଶ୍ରଣ ପର୍ବକୁ ଯାଉଥିବାବେଳେ ତାଙ୍କ ବିମାନ ଯାଞ୍ଚ ହୋଇଥିବା ଜଣା ପଡ଼ିଛି । ତେବେ କେଉଁ କାରଣରୁ ତାଙ୍କ ବିମାନ ଯାଞ୍ଚ ହୋଇଥିଲା ତାହା…

ଆକ୍ସନ ମୋଡରେ ରାଜ୍ୟ ବିଜେପି,ଘନ ଘନ ଆସୁଛନ୍ତି କେନ୍ଦ୍ରୀୟ ନେତା

ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳ ଚଞ୍ଚଳ ବିଜେପି ଶିବିର। ରାଜ୍ୟରେ ପଦ୍ମ ଫୁଟାଇବା ପାଇଁ ଓଡ଼ିଶାକୁ ଘନ ଘନ ଆସୁଛନ୍ତି କେନ୍ଦ୍ର ନେତୃମଣ୍ଡଳୀ। ପ୍ରଥମେ ଗୃହମନ୍ତ୍ରୀ ଅମିତ ଶାହା, ତାପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଉ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ…

ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କୁ କଡ଼ା ଜବାବ ଦେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଓ ଭିକେ ପାଣ୍ଡିଆନ ପାଣ୍ଡିଆନଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିଜେପି ନେତା ତଥା ବ୍ରହ୍ମପୁରରୁ ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ସେ କହିଛନ୍ତି ମୋ ବିରୋଧରେ ଯଦି ଆରୋପ ଆସିଛି ତେବେ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ବିରୋଧରେ…

ଆଜିବି ଜାରି ରହିବ ତାତି,୧୧ ଜିଲ୍ଲାକୁ ରେଡ୍ ଆଲର୍ଟ

ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି ଖରା। ଆକାଶରୁ ଖରା ତ ନୁହଁ ଯେପରି ନିଆଁ ବର୍ଷା ହେଉଛି । ଆସନ୍ତାକାଲି ଯାଏଁ ସିଭିୟର ହିଟ୍ ୱେଭ୍ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ୍ ଆଲର୍ଟ ଜାରି ହୋଇଛି । ଆଜି…

ପହିଲାରୁ କମିଲା ଗ୍ୟାସ ଦର

ମଇ ମାସ ପହିଲାରୁ ବଦଳିଲା ଗ୍ୟାସ ଦର।କମିଲା ଗ୍ୟାସ ଦର । ୧୯ କେଜି କମର୍ସିଆଲ LPG ସିଲିଣ୍ଡର ଦାମ୍‌ ୧୯ ଟଙ୍କା କମିଲା।ତୈଳ ମାର୍କେଟିଂ କମ୍ପାନୀଗୁଡିକ ଲଗାତାର ଦ୍ୱିତୀୟ ମାସ ପାଇଁ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି ।ନୂତନ…

ବିଶ୍ବର ଦ୍ୱିତୀୟ ଉତ୍ତପ୍ତ ସହର ଓଡ଼ିଶାର ବାରିପଦା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅସହ୍ୟ ତାତି । ପ୍ରବଳ ଖରା ଓ ଗୁଳୁଗୁଳିରେ କଲବଲ ହେଉଛି ସାରା ଓଡ଼ିଶା । ବିଶ୍ୱର ୧୦ଟି ଉତ୍ତପ୍ତ ସ୍ଥାନ ମଧ୍ୟରେ ରହିଛି ଓଡ଼ିଶାର ୩ ସହର । ବିଶ୍ବରେ ସବୁଠାରୁ…