Day: 2 May 2024

ଓଡ଼ିଶାରେ ୧୬ ଲୋକସଭା ଆସନ ଜିତିବ ବିଜେପି : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଏକ ଗଣମାଧ୍ୟମର ସାକ୍ଷାତକାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ଓଡ଼ିଶାରେ ବିଜେପି ସରକାରକୁ ଆସିବା ଏବଂ ବିଜେପି ଓଡ଼ିଶାରେ ୧୬ ଲୋକସଭା ଆସନ ଜିତିବ । ଏଥର ଓଡିଶାବାସୀଙ୍କ ଆଶୀର୍ବାଦ ବିଜେପି ଉପରେ ରହିଛି । ଗତଥର ଠାରୁ ଏଥର…

ଆଚରଣ ବିଧି ଉଲ୍ଲଙ୍ଘନ କରି ବିଦା ହେଲେ ୨ ସିଆରପି

ଆଦର୍ଶ ଆଚରଣ ବିଧି ଉଲ୍ଲଙ୍ଘନ କରି ଚାକିରିରୁ ବିଦା ହେଲେ ୨ ସିଆରପି। କେନ୍ଦ୍ରାପଡାର ଏହି ୨ ସିଆରପି ହେଉଛନ୍ତି ପୁଷ୍ପାଞ୍ଜଳି ମହାନ୍ତି ଓ ନର୍ମଦା ବସନ୍ତିଆ। ସେମାନଙ୍କ ମଧ୍ୟରୁ ଜଣେ ମହାକାଳପଡ଼ା ବ୍ଲକର ହୋଇଥିବା ବେଳେ ଆଉଜଣେ ମାର୍ଶାଘାଇ ବ୍ଳକର…

ଆଜି ସମ୍ବଲପୁରରୁ ନାମାଙ୍କନ ଭରିବେ ଧର୍ମେନ୍ଦ୍ର

ଆଜି ସମ୍ୱଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ପ୍ରଥମେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରି ସେଠାରୁ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ…

ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ନବୀନ

ହିଞ୍ଜିଳି ପରେ ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ବିଶାଳ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ ବୋଲି ଜଣା ପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ସହ ଟିଟିଲାଗଡ଼ ଆସନରୁ ନାମାଙ୍କନ…