ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର May 4, 2024 Papirani ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର। ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ । ଏବେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର। ଭୁବନେଶ୍ୱର ବିମାନବନ୍ଦରରେ ଜୟଶଙ୍କରଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ରାଜ୍ୟ ବିଜେପିର ବରିଷ୍ଠ ନେତାଗଣ…
ରାଜନୀତି ରାଜ୍ୟ ଟିକେଟ୍ ଫେରାଇଲେ ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି May 4, 2024 Papirani ପୁରୀ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ ଫେରାଇଥିବା ସୂଚନା ରହିଛି । ଏନେଇ ସେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଇମେଲ ପଠାଇଛନ୍ତି । ଦଳ ଫଣ୍ଡିଂ ନ ଦେବାରୁ…
ରାଜନୀତି ରାଜ୍ୟ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରଚାର କରିବେ ନବୀନ May 4, 2024 Nirvay ଆଜି ଦକ୍ଷିଣ ଓଡ଼ିଶାରେ ଦଳୀୟ ପ୍ରାର୍ଥୀ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କୋରାପୁଟ ଗସ୍ତ ସହ ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ମଧ୍ୟ ପ୍ରଚାର କରିବେ। ଏଥି ପାଇଁ ଜୋରଦାର ପ୍ରସ୍ତୁତି ସହ ସୁରକ୍ଷା ବ୍ୟବସ୍ଥା…