ଦେଶ ରାଜନୀତି ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ May 5, 2024 Nirvay ଭୁବନେଶ୍ୱର; ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜି ରାତି ସାଢ଼େ ୯ଟାରେ ଓଡ଼ିଶାରେ ପହଞ୍ଚିିବେ । ଭୁବନେଶ୍ୱରରେ ପହଞ୍ଚିିବା ପରେ ରାଜଭବନରେ ରାତ୍ରିଯାପନ କରିବେ…
ତାଜା ଖବର ରାଜନୀତି ରାଜ୍ୟ ପାଞ୍ଚଟି ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ May 5, 2024 Papirani ଆଜି ବିଧାନସଭା ନିର୍ବାଚନ ପାଇଁ ୬ଟି ଆସନରେ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୬ ଆସନରୁ ୫ ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି ଦଳ । ଗତକାଲି କଂଗ୍ରେସରେ ମିଶିଥିବା ଦେବାଶିଷ ନାୟକଙ୍କୁ ବରୀରୁ ଟିକେଟ ଦେଇଛି କଂଗ୍ରେସ ।…
ଦେଶ ରାଜନୀତି ଓଡ଼ିଶା ଗସ୍ତରେ ରାଜନାଥ ସିଂହ ଓ ଅମିତ ଶାହ May 5, 2024 Nirvay ଭୁବନେଶ୍ୱର ; ବାଜି ସାରିଛି ନିର୍ବାଚନୀ ବିଗୁଲ ଏବେ ଗୋଟାଏ ପରେ ଗୋଟାଏ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବାବେଳେ ୮ ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…
ରାଜନୀତି ରାଜ୍ୟ ବିଜେଡିକୁ ହରେଇବା ପାଇଁ ଖଣ୍ଡପଡ଼ାରେ ଅନୁଭବଙ୍କ ମହାମେଣ୍ଟ May 5, 2024 Nirvay ଖଣ୍ଡପଡ଼ା ରାଜନୀତିରେ ନୂଆ ସମୀକରଣ। ବିଜେଡି ବିରୋଧରେ ମେଳି ବାନ୍ଧୁଛନ୍ତି ବିଦ୍ରୋହୀ। ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଭେଟିଲେ ଅନୁଭବ ପଟ୍ଟନାୟକ ଓ ଗୟାଧର ପରିଡା। ବିଜେଡି ଟିକେଟ୍ ଆଶାୟୀ ଥିଲେ ଉଭୟ ଅନୁଭବ ଓ ଗୟାଧର। ତେବେ ଦଳ ସାବିତ୍ରୀ ପ୍ରଧାନଙ୍କ ନାମ…
ରାଜନୀତି ରାଜ୍ୟ ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ ଜେ.ପି ନଡ୍ଡା May 5, 2024 Nirvay ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଅପରାହ୍ନ ୩ଟାରେ ନଡ୍ଡା ଭୁବନେଶ୍ୱରରେ ପହଞ୍ଚିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ବରରେ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। କେଉଁ ପ୍ରସଙ୍ଗ ନେଇ…