Day: 6 May 2024

ପାଣ୍ଡିଆନଙ୍କ ବଡ ଘୋଷଣା: ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭବାନୀପାଟଣା ସଭାରୁ ବଡ ଘୋଷଣା କରିଛନ୍ତି ବିଜେଡି ନେତା ଭି.କେ ପାଣ୍ଡିଆନ । ଆସନ୍ତା ଜୁନ ୯ ତାରିଖରେ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ। ଜୁନ ୯ ତାରିଖ ଦିନ ୧୧ଟାରୁ ସାଢେ…

ନବୀନଙ୍କୁ ମୋଦୀ ମାରିଲେ ଜଗନ୍ନାଥ ତୀର

ନିର୍ଭୟ ମିଡ଼ିଆ : ବ୍ରହ୍ମପୁର, ପରିବେଶ ଭିନ୍ନ । ଭାଷଣ ବି ଭିନ୍ନ । ଆକ୍ରମଣ ମୁଦ୍ରା ବି ଭିନ୍ନ । ସେ ଦୃଷ୍ଟିରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଥମ ନିର୍ବାଚନୀ ସଭା ଅନେକ ଦୃଷ୍ଟିରୁ ଥିଲା ଗୁରୁତ୍ୱପୂର୍ଣ୍ଣ । ଫେବ୍ରୁଆରୀ…

ଦିଲ୍ଲୀ ପରେ ଏବେ ଅହମଦାବାଦର ୩ ସ୍କୁଲକୁ ବମ ଧମକ

ନୂଆଦିଲ୍ଲୀ ;ରାଜଧାନୀ ଦିଲ୍ଲୀ ଏନ୍‌ସିଆର୍‌ ପରେ ଏବେ ଗୁଜରାଟର ଅହମଦାବାଦରେ ବମ ର ଧମକ ଦିଆଯାଇଛି । ପୁଣି ସ୍କୁଲଗୁଡିକୁ ଆସିଲା ବୋମାରେ ଉଡାଇ ଦେବାକୁ ଧମକପୂର୍ଣ୍ଣ ଇ-ମେଲ୍‌। ଫଳରେ ଏହାକୁ ନେଇ ସମସ୍ତ ସ୍କୁଲରେ ହାଇ ଆଲର୍ଟ ଜାରି କରାଯାଇଛି।…

ପ୍ରକାଶ ପାଇଲା ICSE ଦଶମ ଓ ଦ୍ବାଦଶ ରେଜଲ୍ଟ

କାଉନସିଲ ଫର ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ହୋଇଥିବା ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷାଫଳ ପ୍ରକାଶ ପାଇଛି।http.//www.cise.org. ୱେବସାଇଟରେ ରେଜଲ୍ଟ ଉପଲବ୍ଧ ରହିଥିବା ବେଳେ ଛାତ୍ରଛାତ୍ରୀମାନେ ସେଠାରୁ ଫଳାଫଳ ଜାଣି ପାରିବେ।ଦଶମରେ ୯୯.୦୮%…

ଆଜି କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ । ନବୀନ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀ ଓ କଳାହାଣ୍ଡି…

ଓଡ଼ିଶାରେ ୧୦ ଜୁନରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବ: ନରେନ୍ଦ୍ର ମୋଦି

ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରି କହିଲେ । କାଲି ମୁଁ ଅଯୋଧ୍ୟାରେ ଥିଲି, ଆଜି ମୁଁ ମହାପ୍ରଭୁଙ୍କୁ ଭୂମିରେ ଅଛି । ଆଜି ମୁଁ ଆପଣଙ୍କ…

ବ୍ରହ୍ମପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁରର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବ୍ରହ୍ମପୁରର କନିଷି ସଭାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବ୍ରହ୍ମପୁର ସହର ଉପକଣ୍ଠ କନିଷିରେ ସାଧାରଣ ସଭାକୁ ଉଦବୋଧନ ଦେବେ ମୋଦି। ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ରହିବେ…

କଂଗ୍ରେସ ମନ୍ତ୍ରୀଙ୍କ ସଚିବଙ୍କ ଘରୁ ୨୦ କୋଟି ଟଙ୍କା ଜବତ

ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିରେ ଟଙ୍କାର ପାହାଡ଼। ମନ୍ତ୍ରୀଙ୍କ ସଚିବଙ୍କଠାରୁ ପୁଳା ପୁଳା ଟଙ୍କା ହେଲା ଜବତ । ମନ୍ତ୍ରୀ ତଥା କଂଗ୍ରେସ ନେତା ଆଲମ୍‌ଗିର ଆଲମ୍‌ଙ୍କ PS ସଞ୍ଜୀବ ଲାଲଙ୍କ ଘରୁ ବିପୁଳ ପରିମାଣର ଟଙ୍କା ଜବତ ହୋଇଛି। ଜବତ ଟଙ୍କାର…

ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ଆଜି ରାତିରେ ଉତ୍ତର ପ୍ରଦେଶରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କର ଦର୍ଶନାଭିଳାଷୀ ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜଭବନରେ…