Day: 10 May 2024

ବିଜେଡି ସରକାର ନ ଆସିଲେ ମୁଁ ସନ୍ନ୍ୟାସ ନେବି: ପାଣ୍ଡିଆନ

ବ୍ରଜରାଜନଗରରେ ଭିକେ ପାଣ୍ଡିଆନ ଆଜି ପ୍ରଚାର ମାଧ୍ୟମରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ । ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ଭିକେ ପାଣ୍ଡିଆନ୍ । ସେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କହିଛନ୍ତି, ସମ୍ବଲପୁରରେ ଜଣେ…

ଆଜିଠୁ ଖୋଲିଲା କେଦାରନାଥ ମନ୍ଦିର: ହର ହର ମହାଦେବ ଧ୍ୱନିରେ କମ୍ପିଲା ଗଗନ ପବନ

ଉତ୍ତରାଖଣ୍ଡ ; ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଲା , ଭକ୍ତ ଓ ଭଗବାନଙ୍କ ମିଳନ ହେଲା । ଆଜିଠୁ ଖୋଲିଲା ବିଶ୍ୱପ୍ରସିଦ୍ଧ କେଦାରନାଥ ମନ୍ଦିରର ଦ୍ୱାର । ହଜାର ହଜାର ଭକ୍ତଙ୍କ ଜୟ ଜୟକାର ମଧ୍ୟରେ ସକାଳ ୬ଟାରେ ମନ୍ଦିରର କବାଟ…

ନାମାଙ୍କନ ଦାଖଲ କଲେ ବୈଜୟନ୍ତ

ନାମାଙ୍କନ ଦାଖଲ କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ବିଶାଳ ଶୋଭାଯାତ୍ରାରେ ଆସି ସେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ଦଳର ଅନେକ କାର୍ଯ୍ୟକର୍ତ୍ତା…

୨ ଲକ୍ଷ ଚାକିରି କଥା କହି ପ୍ରହସନ କରୁଛି ବିଜେଡି, ୨୪ ବର୍ଷ ହେଲା କରୁଥିଲେ କ’ଣ : ଧର୍ମେନ୍ଦ୍ର ପ୍ରଧାନ

ଆଜି ସମ୍ବଲପୁର ଜିଲ୍ଲା ହୀରାକୁଦରେ ଅଖିମୁଠି ଅନୁକୁଳ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡିର ନିର୍ବାଚନୀ ଇସ୍ତାହାର ଉପରେ ପ୍ରତିକ୍ରିୟା ରଖିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ବିଜେଡିର ଇସ୍ତାହାରରେ ନୂଆ…

ଆଜି ପବିତ୍ର ଅକ୍ଷୟ ତୃତୀୟା: ଆଜିଠାରୁ ଆରମ୍ଭ ରଥନିର୍ମାଣ ପାଇଁ ଅନୁକୂଳ ନୀତି ଓ ଚନ୍ଦନଯାତ୍ରା

ହିନ୍ଦୁ ଧର୍ମରେ ଅକ୍ଷୟ ତୃତୀୟାର ବହୁ ମହତ୍ତ୍ୱ ରହିଛି। ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ। ହି ପବିତ୍ର ଦିନରେ କରାଯାଉଥିବା ସ୍ନାନ, ଦାନ, ଯଜ୍ଞ ଭଳି ବିଭିନ୍ନ କର୍ମର ବହୁ ପୁଣ୍ୟଫଳ…

ଆଜି ରାଜଧାନୀରେ ମୋଦିଙ୍କ ରୋଡ ସୋ,ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଭୁବନେଶ୍ୱରରେ କରିବେ ରୋଡ ସୋ। ଏଥି ପାଇଁ ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ ବିହାର ଯାଏଁ ରାସ୍ତା ସିଲ୍ ରହିବ। ଆଜି ଅପରାହ୍ନ ୨ଟାରୁ ରୋଡ୍ ସୋ’ ସରିବା ଯାଏଁ ଗାଡ଼ି ଚଳାଚଳ…