Day: 12 May 2024

ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା,ସନ୍ଦେହରେ ପୋଲିସ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁରରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ ମିଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ୩ ତାରିଖରେ ଘଟଣା ଘଟିଥିବା ବେଳେ ମେ ୫ ତାରିଖ ପୀଡିତାଙ୍କ ଅଭିଯୋଗ ପରେ ରୁଜୁ ହୋଉଥିଲା ମାମଲା , ମେ ୭…

ଦିଲ୍ଲୀ ବିମାନବନ୍ଦର ଓ ଡାକ୍ତରଖାନାକୁ ବୋମାରେ ଉଡାଇବାକୁ ଧମକ

ନୂଆଦିଲ୍ଲୀ : ଦିଲ୍ଲୀର ସ୍କୁଲରେ ବୋମା ଧମକ ପାଇବା ପରେ କିଛି ଦିନ ପରେ ଏବେ ଦିଲ୍ଲୀ ବିମାନବନ୍ଦରକୁ ମଧ୍ୟ ବୋମା ପକାଇ ଉଡାଇ ଦେବାର ଧମକ ଦିଆଯାଇଛି। ଏହା ସହିତ ଅନେକ ଗୁଡିଏ ଡାକ୍ତରଖାନାକୁ ମଧ୍ୟ ବୋମା ପକାଇ ଉଡାଇ…

ମୁଖ୍ୟମନ୍ତ୍ରୀଙ୍କୁ କଣ୍ଢେଇ ନାଚ ନଚାଉଛନ୍ତି ପୂର୍ବତନ ପ୍ରଶାସକ: ଜୟ ପଣ୍ଡା

ଭୁବନେଶ୍ୱର : ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ତିନି ତିନିଟି ସ୍ଥାନରେ ବିଜେପି ପାଇଁ ପ୍ରଚାର କରି ସିଧା ବିଜେଡି ସରକାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଥିଲେ। ଆଉ ମୋଦିଙ୍କ କଡ଼ା ସମାଲୋଚନାକୁ କାଉଣ୍ଟର କରି ମୁଖ୍ୟମନ୍ତ୍ରୀ…

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ୱର : ବିଜେଡିରୁ ନିଲମ୍ବିତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ । ସୁନ୍ଦରଗଡ ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ଦଳ ବିରୋଧି କାର୍ଯ୍ୟ ପାଇଁ ସୁପ୍ରିମୋ ନବିନ ପଟ୍ଟନାୟକ ତାଙ୍କୁ ବହିଷ୍କୃତ କରିଛନ୍ତି…

ମେ’ ୧୫ ରେ ଓଡିଶା ଆସିବେ ରାହୁଲ ଗାନ୍ଧି

ଭୁବନେଶ୍ୱର : ଆସନ୍ତା ୧୫ ତାରିଖରେ ବଲାଙ୍ଗିର ଆସିବେ କଗ୍ରେଂସ ନେତା ରାହୁଲ ଗାନ୍ଧି । ବାଇକ୍ ରାଲି ସହ ଜନସଭାରେ ଯୋଗଦେବେ ରାହୁଲ । ଏହା ହେବ ରାହୁଲଙ୍କ ୨ୟ ଓଡିଶା ଗସ୍ତ । ବଲାଙ୍ଗିର କଗ୍ରେଂସ ବିଧାୟକ ପାର୍ଥୀ…

ମେ ୨୦ରେ ପୁରୀରେ ମୋଦିଙ୍କ ରୋଡ ଶୋ

ପୁଣି ମେ ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦ୍ଵିତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର କରିବାକୁ ଆସିବେ ମୋଦି। ପୁରୀରେ ବିଶାଳ ରୋଡ୍ ଶୋ କରିବା ସହ କଟକ ଓ ଅନୁଗୁଳରେ ଜନସଭାକୁ ସମ୍ବୋଧିତ କରିବେ ବୋଲି ସୂଚନା…

୧୪ରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର : ମେ’ ୧୪ରେ ପୁଣିଥରେ ଓଡ଼ିଶା ଆସୁଛନ୍ତି ହିମନ୍ତ ବିଶ୍ୱ ଶର୍ମା । ନିର୍ବାଚନ ଯେତେ ପାଖେଇ ଆସୁଛି ପ୍ରଚାର କାର୍ଯ୍ୟକ୍ରମ ସେତେ ଜୋରରେ ଚାଲିଛି । “ବିକଶିତ ଭାରତ ବିକଶିତ ଓଡ଼ିଶା” ନିର୍ମାଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଆଭିମୁଖ୍ୟ…

ନବୀନଙ୍କ ଉପରେ ଆକ୍ରମଣ: ଶାହ ଆସିବେ କଣ୍ଟାବାଞ୍ଜି, ନଡ୍ଡା ଆସିବେ ହିଞ୍ଜିଳି

ଓଡ଼ିଶାରେ ବିଜେପି ସରକାର ଗଢ଼ିବା ପାଇଁ ଜୋରଦାର ପ୍ରଚାରରେ ଲାଗିଛନ୍ତି ଦଳୀୟ ନେତା। ରାଜ୍ୟ ନେତା ତଥା ବିଜେପି ପ୍ରାର୍ଥୀମାନେ ଦୁଆର ଦୁଆର ଯାଇ ଜନମତ ଲଢ଼ୁଥିବା ବେଳେ କେନ୍ଦ୍ରୀୟ ନେତା ଆସି ମଧ୍ୟ ପ୍ରଚାର କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟ…

କାଳଭୈରବଙ୍କ ଆଶୀର୍ବାଦ ନେଇ ମେ’ ୧୪ ନାମାଙ୍କନପତ୍ର ଦାଖଲ କରିବେ ମୋଦି

ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରଣାସୀ ଲୋକସଭା ଆସନରୁ ତୃତୀୟ ଥର ପାଇଁ ନାମାଙ୍କନ ଭରିବେ । ମେ’ ୧୪ ଗଙ୍ଗା ସପ୍ତମୀ ସହ ପୁଷ୍ୟା ନକ୍ଷତ୍ରର ସଂଯୋଗ ରହିଥିବାରୁ ଓ ଏହି ଦିନଟି ଅତ୍ୟନ୍ତ ଶୁଭ ହୋଇଥିବାରୁ ଏହି…

କାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ

ଭୁବନେଶ୍ୱର : ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଆସନ୍ତାକାଲି କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ୍‍ ସଂସଦୀୟ କ୍ଷେତ୍ର ପାଇଁ ୩୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ସେମାନଙ୍କ ମଧ୍ୟରେ ୩୦ଜଣ ପୁରୁଷ ଓ ୭…