Day: 12 May 2024

ମାଗଣା ବିଜୁଳି ନେଇ ଭୁଆଁ ବୁଲାଇଲେ ନବୀନ ପଟ୍ଟନାୟକ

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଚାର ପାଇଁ ପହଞ୍ଚିବା ସହ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି, ଏହାସହ ଚିରାଚରିତ ଭାବେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଏହାସହ ବିଜେଡିର ମାଗଣା ବିଜୁଳି…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୁମ୍ଭୀର କାନ୍ଦଣାର ଜ୍ୱଳନ୍ତ ଉଦାହରଣ: ଧର୍ମେନ୍ଦ୍ର

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟ । ପ୍ରେସମିଟ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ରତ୍ନଭଣ୍ଡାର ଭଳି ଓଡ଼ିଶାର ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ ଓ ଭାବନାର ପ୍ରଶ୍ନକୁ ମୋଦି ଉପସ୍ଥାପିତ କରିଛନ୍ତି । ବିଜେପି ସବୁବେଳେ ରତ୍ନଭଣ୍ଡାର ପ୍ରସଙ୍ଗରେ ଉଠାଇ ଆସିଛି ।…