Day: 15 May 2024

ଆସନ୍ତାକାଲି ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ବିଜେପିର ଫୋକସରେ ଓଡ଼ିଶା। ଓଡ଼ିଶାରେ ସରକାର କରିବା ଲକ୍ଷ୍ୟ ନେଇ ଘନଘନ ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ମନ୍ତ୍ରୀ । ଆସନ୍ତାକାଲି ସକାଳେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଆସନ୍ତାକାଲି ସକାଳୁ ମାଉସୀ ମାଆ ମନ୍ଦିରଠାରୁ…

୧୭ରେ ଓଡିଶା ଆସିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ

ମେ ୧୭ ତାରିଖରେ ଓଡିଶା ଆସୁଛନ୍ତି ବିଜେପିର ଷ୍ଟାର ପ୍ରଚାରକ ଡ୍ରିମଗାର୍ଲ ହେମାମାଳିନୀ । ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ । ରାଜ୍ୟର ୩ଟି ସ୍ଥାନରେ କରିବେ ପ୍ରଚାର । ଭୁବନେଶ୍ୱର ଓ କଟକରେ…

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ମୋଟ ୭୫.୬୮% ମତଦାନ ହୋଇଛି

ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ ୭୫.୬୮% ମତଦାନ ହୋଇଛି।ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ମଣ୍ଡଳୀରେ ୭୫.୬୮% ମତଦାନ ହୋଇଥିବା ବେଳେ ସବୁଠୁ ଅଧିକ ନବରଙ୍ଗପୁରରେ ହୋଇଛି।ସେହିପରି ସବୁଠୁ କମ୍ ବ୍ରହ୍ମପୁରରେ ମତଦାନ ହୋଇଛି।ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ସ୍ବାଭିମାନ ଅଞ୍ଚଳର…

ବଲାଙ୍ଗିରରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ରାହୁଲ ଗାନ୍ଧି କିନ୍ତୁ ରାଜ୍ୟସରକାରଙ୍କ ବିଷୟରେ ପଦଟିଏ ବି କହିଲେନି

ପ୍ରଚାର ପାଇଁ ବଲାଙ୍ଗିରରେ ପହଁଚିଲେ କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି। ଝାରସୁଗୁଡ଼ା ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ବଲାଙ୍ଗିରରେ ପହଞ୍ଚିଲେ। ବଲାଙ୍ଗୀର ସଭା ମଞ୍ଚରୁ କେନ୍ଦ୍ର ସରକାର ଉପରକୁ ସିଧା ନିଶାନା କଲେ ରାହୁଲ ଗାନ୍ଧୀ । ଓଡ଼ିଶାର ବିଜେଡି ସରକାର…

ଓଡ଼ିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଓଡ଼ିଶାରେ ବିଜେପି ବରିଷ୍ଠ ନେତା ତଥା ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଆଜି ବାଲେଶ୍ୱର ଓ ସମ୍ବଲପୁର ଲୋକସଭା କ୍ଷେତ୍ରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ବାଲେଶ୍ୱର NOCCI ହଲରେ ସକାଳ ସାଢ଼େ ୧୦ଟାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଇଛନ୍ତି ଓମ୍ ବିର୍ଲା।…

ପ୍ରଚାର ବେଳେ ଭୁବନେଶ୍ୱର-ଆଠଗଡ଼-ବରଗଡ଼ରେ ବିଜେପି-ବିଜେଡି ମୁହାଁମୁହିଁ

ଭୁବନେଶ୍ବର ବିଜେପିର ପ୍ରଚାର ବେଳେ ମରଣାନ୍ତକ ଆକ୍ରମଣ । ବିଜେଡି କର୍ମୀ ଆକ୍ରମଣ କରିଥିବା ନେଇ ବିଜେପି ପକ୍ଷରୁ ଅଭିଯୋଗ ହୋଇଥିବାର ସୂଚନା । ଭୁବନେଶ୍ୱର ୟୁନିଟ୍ ୬ର ୪୬ ନମ୍ବର ୱାର୍ଡ ଆଖଣ୍ଡଳମଣି ବସ୍ତିରେ ଏହି ଆକ୍ରମଣ ହୋଇଥିବାର ଅଭିଯୋଗ…

ପୂର୍ବତନ କଂଗ୍ରେସ ବିଧାୟକ ଡମ୍ବରୁଧର ଉଲାକାଙ୍କ ଦେହାନ୍ତ

ପୂର୍ବତନ କଂଗ୍ରେସ ବିଧାୟକ ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବାରସୂଚନା । ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା…

ଆଜି ଓଡ଼ିଶାରେ ଦେଖିବାକୁ ମିଳିବ ତିନି ଦଳର ପାୱାର ସୋ’

ଆଜି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ । କଟକରେ ରୋଡ ସୋ କରିବେ ଅମିତ୍ ଶାହା । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିିବା ପରେ ଗଞ୍ଜାମ ଜିଲ୍ଲାର ସୋରଡା ଯିବେ । ସେଠାରେ ବିଜୟ ମଧ୍ୟାନ ୧ଟାରେ…