Day: 23 May 2024

ନବୀନ ପଟ୍ଟନାୟକ ବନ୍ଧକ ପରିସ୍ଥିତିରେ: ହିମନ୍ତ ବିଶ୍ୱ ଶର୍ମା

ଆଜି ନିର୍ବାଚନ ପ୍ରଚାରରେ ଆସି ସମ୍ବଲପୁରରେ ପହଞ୍ଚିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପ୍ରଥମେ ମା’ ସମଲେଇଙ୍କ ଦର୍ଶନ ପରେ ବିଜେଡି ଉପରେ ବର୍ଷିଛନ୍ତି ହିମନ୍ତ ବିଶ୍ବଶର୍ମା। ଓଡ଼ିଆ ଅସ୍ମିତା ଓ ସ୍ବାଭିମାନକୁ ନେଇ ନିର୍ବାଚନ ଲଢ଼ାଯାଉଛି କହିଲେ ବିଶ୍ବଶର୍ମା। ଏଠି…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରୁଛି ପ୍ରଚାର । ଆସନ୍ତା ୨୫ ତାରିଖରେ ପଡିବ ଭୋଟ । ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଏଥର କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର…

କଣ୍ଟାମାଳର ଦୁଇଟି ବୁଥରେ ଆଜି ହେଉଛି ସାନି ମତଦାନ

କନ୍ଧମାଳ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୌଦ୍ଧ ଜିଲ୍ଲାର କଣ୍ଟାମାଳରେ ଥିବା ଦୁଇଟି ବୁଥରେ ପୁନଃ ମତଦାନ ଆରମ୍ଭ ହୋଇଛି । କିରାସିରା ଓ ମହେଶ୍ୱରପିଣ୍ଡା ବୁଥରେ ଭୋଟ୍ ଦେଉଛନ୍ତି ଭୋଟର । ଏହି ଦୁଇ ବୁଥ ହେଉଛି କଣ୍ଟାମାଳର କିରାସିରା…

ଆଜି ଓଡିଶା ଆସିବେ ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ବଶର୍ମା

ବିଜେପି ଫୋକସରେ ଓଡ଼ିଶା। ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ ହେଭିୱେଟ କେନ୍ଦ୍ରୀୟ ନେତା। ଭୋଟ ହାତେଇବାକୁ ଝାଳବୁହା କ୍ୟାମ୍ପେନ ଚଳାଇଛି ବିଜେପି ।…