Day: 30 May 2024

ଭଦ୍ରକ ଜିଲ୍ଲାରେ ୧୪୪ ଧାରା ଜାରି

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି। ଆଜି ସନ୍ଧ୍ୟା ୬ଟାରୁ ଜୁନ ୨ ତାରିଖ ପର୍ଯ୍ୟନ୍ତ ଭଦ୍ରକ ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି। ଭଦ୍ରକ ଜିଲ୍ଲାରେ ଏବେ ଗୋଟିଏ ସ୍ଥାନରେ ୫ଜଣରୁ…

ରାଉରକେଲାରେ ୬ ଘଣ୍ଟା ଭିତରେ ୧୦ ମୃତ

ରାଉରକେଲା ସରକାରୀ ଡାକ୍ତରଖାନା (RGH)ରେ ଗୁରୁବାର ୬ ଘଣ୍ଟା ଭିତରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି । କିଛି ଗୁରୁତରଙ୍କ ୱାର୍ଡ ଭିତରେ ଚିକିତ୍ସା ଚାଲିଛି। ଡାକ୍ତରଖାନାର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର ସୁଧାରାଣୀ ପ୍ରଧାନଙ୍କଠାରୁ ଏହି ସୂଚନା ଦେଇଛନ୍ତି । ସେ…

ନବୀନ ନିଜେ ଦସ୍ତଖତ କରୁଛନ୍ତି ନା ପାଣ୍ଡିଆନ୍‌ଙ୍କ ପାଖରେ ତାଙ୍କ ଡିଜିଟାଲ ସାଇନ ଅଛି : ହିମନ୍ତ ବିଶ୍ୱଶର୍ମା

ନବୀନ ସାକ୍ଷାତକାରରେ ଦେଇଥିବା ଉତ୍ତର ଅଧିକ ପ୍ରଶ୍ନବାଚୀ ଛିଡା କରିଛି ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଆଜି କହିଛନ୍ତି । କେବଳ ଏକା ପାଣ୍ଡିଆନ୍‌ କାହିଁକି ତାଙ୍କ ମାଇକ୍‌ ଧରୁଛନ୍ତି ତା’ର ଉତ୍ତର ଦେଲେନି ନବୀନ ବୋଲି ପ୍ରଶ୍ନ କରିଛନ୍ତି…

ମୁଖ୍ୟମନ୍ତ୍ରୀଙ୍କ ରୁମ୍‌ରେ ଟେଲିଫୋନ ସଂଯୋଗ ନାହିଁ: ଧର୍ମେନ୍ଦ୍ର ପ୍ରଧାନ

ଜାତୀୟ ଖବର ସରବରାହ ସଂସ୍ଥା ଏଏନ୍ଆଇକୁ ସାକ୍ଷାତକାରରେ ନବୀନ ଓ ପାଣ୍ଡିଆନଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ୨୫ ବର୍ଷ ପରେ ବି ମୌଳିକ ସୁବିଧା ଯୋଗାଇବାରେ ଫେଲ୍ ମାରିଛି ବିଜେଡି ସରକାର । ଓଡ଼ିଶାରେ…

ପୁରୀର ଅଗ୍ନି ବିସ୍ଫୋରଣ ଘଟଣା ମୁଖ୍ୟମନ୍ତ୍ରୀଙ୍କ ମିଥ୍ୟା ଭାବମୂର୍ତିର ମୁଖା ଖୋଲି ଦେଇଛି: ଡା. ସମ୍ବିତ ପାତ୍ର

ଗତକାଲି ପୁରୀ ନରେନ୍ଦ୍ର ପୋଖରୀରେ ମହାପ୍ରଭୁଙ୍କ ଭଉଁରୀ ଖେଳ ହେଉଥିବା ବେଳେ ବାଣ ଦ୍ୱାରା ଅଗ୍ନି ବିସ୍ପୋରଣ ଘଟିଥିଲା । ଆମ୍ବୁଲାନ୍ସର ଅଭାବ କାରଣରୁ ଠିକ୍ ସମୟରେ ପୀଡିତଙ୍କୁ ଚିକିତ୍ସା ଉପଲବ୍ଧ ହୋଇପାରିଳା ନାହିଁ ସେହି କାରଣରୁ ଅନେକ ଲୋକଙ୍କ ମୃତ୍ୟୁ…

ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ

ରାଜ୍ୟ ଯୁବ ବିଜେପି ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ହୋଇଛି । ଚାନ୍ଦବାଲିରେ ନିର୍ବାଚନ ପ୍ରଚାରରୁ ଫେରିବା ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଛି। ଅଭିଳାଷଙ୍କୁ କିଛି ବିଜେଡି କର୍ମୀ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଅଭିଳାଷଙ୍କ…

ସରିଲା ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନର ପ୍ରଚାର

ଦେଶରେ ସପ୍ତମ ଓ ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନରେ ୪୨ଟି ବିଧାନସଭା ନିର୍ବାଚନ…

ନବୀନ ବାବୁଙ୍କୁ ଭୋଟ ଦେଲେ ପାଣ୍ଡିଆନଙ୍କ ପାଖକୁ ଯିବ : ଜୟ ପଣ୍ଡା

ଭୁବନେଶ୍ୱର : ଆଜି ଏକ ସାକ୍ଷାତକାରରେ ପାଣ୍ଡିଆନ ତାଙ୍କ ଉତ୍ତରାଧିକାରୀ ନୁହଁନ୍ତି ବୋଲି ନବୀନ ପଟ୍ଟନାୟକ କହିବା ପରେ କାଉଣ୍ଟର କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ସେ କହିଛନ୍ତି ‘ଏ ଲୋକ ତାଙ୍କୁ କଣ୍ଟ୍ରୋଲ କରିବା ପୂରା ରାଜ୍ୟବାସୀ…

ନିର୍ବାଚନ ହାରିବା ଜାଣି ମୁଖ୍ୟମନ୍ତ୍ରୀ କହୁଛନ୍ତି ମିଛ: ଅନୀଲ ବିଶ୍ଵାଳ

ଆଜି ଜାତୀୟ ଖବର ସରବରାହ ସଂସ୍ଥା ଏଏନ୍ଆଇକୁ ସାକ୍ଷାତକାର ଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବକ୍ତବ୍ୟକୁ କଟାକ୍ଷ କରିଛନ୍ତି ବିଜେପିର ମୁଖପାତ୍ର ଅନୀଲ ବିଶ୍ଵାଳ। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ପୁଣି ମିଛ କହିଲେ l ନିର୍ବାଚନ ହାରିବା ଜାଣି ମୁଖ୍ୟମନ୍ତ୍ରୀ ନିଜର…

ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲା,ଶିବ ଶଙ୍କରଙ୍କ ତଥ୍ୟ ମାଗିଲେ ହାଇକୋର୍ଟ

ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ମାମଲାରେ ଶିବ ଶଙ୍କରଙ୍କ ତଥ୍ୟ ମାଗିଲେ ହାଇକୋର୍ଟ। ଆଜି ହାଇକୋର୍ଟରେ ଶିବ ଶଙ୍କର ଦାଶଙ୍କ ଜାମିନ ଆବେଦନ ଶୁଣାଣି ସମୟରେ ଶିବ ଶଙ୍କରଙ୍କ ଅପରାଧିକ ମାମଲାର ତଥ୍ୟ ଦାଖଲ ନିର୍ଦ୍ଦେଶ ଦେଇଛନ୍ତି…