Month: May 2024

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲାନି ଜାମିନ । ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ କୋର୍ଟ ଆଜି ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଆଜି ଏଡିଜେ-୨ କୋର୍ଟରେ ଇଭିଏମ୍‌ ଭଙ୍ଗାରୁଜା ଅଭିଯୋନ ନେଇ ଶୁଣାଣି ହୋଇଥିଲା। ବରିଷ୍ଠ ଓକିଲ…

ବାଣ ଫୁଟାଇବାକୁ ଅନୁମତି ଦେଇନଥିଲା ପ୍ରଶାସନ

ପୁରୀ : ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଆଉ ୩ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ୬ କୁ ବୃଦ୍ଧି ପାଇଛି । ଏହି ବାଣ ବିସ୍ଫୋରଣ ଘଟଣାରେ ବାଣ ଫୁଟାଇବାକୁ ଅନୁମତି ଦେଇନଥିଲା ପ୍ରଶାସନ |…

ପ୍ରଚାର ବେଳେ ଲୋକଙ୍କ ପ୍ରଶ୍ନର ଉତ୍ତର ଦେଇନପାରି ଡଙ୍ଗାରେ ଖସି ପଳାଇଲେ ଅତନୁ ସବ୍ୟସାଚୀ

ଶେଷ ନିର୍ବାଚନ ପର୍ଯ୍ୟାୟ ପ୍ରଚାର ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ବିଜେଡି ବିଧାୟକ ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକଙ୍କ ବିରୋଧ କଲେ ଗ୍ରାମବାସୀ । ଅତନୁ ସବ୍ୟସାଚୀ ପ୍ରଚାର ପାଇଁ ଆସିବା ବେଳେ ଲୋକମାନେ ଗରାମାଠିଆ ନେଇ ଗାଁ ମୁଣ୍ଡରେ ଠିଆ…

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣା, ସଂଖ୍ୟା ୬ କୁ ବୃଦ୍ଧି

ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ଆଜି ଆଉ ୩ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ୬ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଜଣେ ନାବଳକ ମଧ୍ୟ ଅଛନ୍ତି । ବିଭିନ୍ନ ମେଡିକାଲରେ ଅନ୍ୟ…

ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମାମଲାରେ ରାୟ ସଂରକ୍ଷିତ ରଖିଲେ କୋର୍ଟ

ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲାରେ ଶୁକ୍ରବାର ଖୋର୍ଦ୍ଧା କୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ସମୟରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଯୁକ୍ତି ଉପସ୍ଥାପନ କରିଥଲେ। ଗତ ୨୫ ତାରିଖରେ ବେଗୁନିଆ କାଉଁରୀପାଟଣା…

ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ । ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରେ ଗତକାଲି ଗୋଟିଏ ଦିନରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି । ରାଉରକେଲା ଗତକାଲି ୧୦…

କଲବଲ କଲାଣି ଗୁଳୁଗୁଳି

ଭୁବନେଶ୍ୱର : ଦେଶର ସବୁଠି ଆକାଶରୁ ଖସୁଛି ନିଆଁ ଝୁଲ। ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ହିଟ୍ ୱେଭ୍। ରାଜ୍ୟରେ ପ୍ରବଳ ହିଟ୍ ୱେଭ୍ ସାଙ୍ଗକୁ ଗୁଳୁଗୁଳି ପ୍ରଭାବରେ ଜନଜୀବନ ଅସ୍ତଵ୍ୟସ୍ଥ ହୋଇପଡିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ଆକଷରୁ ନିଆଁ…

ନିର୍ବାଚନ ସମୟରେ ଓଡ଼ିଶାରୁ ଜବତ ହେଲାଣି ୨୭୫କୋଟି

ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ଚଳିତ ସାଧାରଣ ନିର୍ବାଚନ ଓଡ଼ିଶାରେ ନୂଆ ରେକର୍ଡ ମଧ୍ୟ କରିଛି। ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି ଯେ ଏହି…

ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ

ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ କରିଛି ପୁଲିସ। ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାଯାଇଛି। ନିର୍ବାଚନ ପ୍ରଚାରର ଶେ‌ଷ ଦିନରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାନକୁଟା ଗାଁରେ ପ୍ରଚାରରୁ…

ଭଦ୍ରକ ଜିଲ୍ଲାରେ ୧୪୪ ଧାରା ଜାରି

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି। ଆଜି ସନ୍ଧ୍ୟା ୬ଟାରୁ ଜୁନ ୨ ତାରିଖ ପର୍ଯ୍ୟନ୍ତ ଭଦ୍ରକ ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି। ଭଦ୍ରକ ଜିଲ୍ଲାରେ ଏବେ ଗୋଟିଏ ସ୍ଥାନରେ ୫ଜଣରୁ…