Month: May 2024

ନିର୍ବାଚନ ବେଳେ ହିଂସା ଏବଂ ବିଶୃଙ୍ଖଳାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହେଲେ ବିଜେପି

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ଅଧିକାଂଶ ସ୍ଥାନରେ ହିଂସା ଏବଂ ବିଶୃଙ୍ଖଳା ଅଭିଯୋଗକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ବିଜେପି । ଦଳ ଦାବି କରିଛି ଲୋଇସିଂହା ୧୦୮ ନମ୍ବର ବୁଥରେ ପ୍ରିଜାଇଡିଂ ଅଫିସର ଏକାଧିକ ବୟସ୍କ…

ଦ୍ଵିତୀୟ ପର୍ଯ୍ୟାୟ ୭୩.୫୦% ମତଦାନ ହୋଇଛି , ଇଭିଏମରେ ୨୬୫ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌

ଭୁବନେଶ୍ୱର : ରାଜ୍ୟରେ ସରିଲା ଦ୍ଵିତୀୟ ପର୍ଯ୍ୟାୟ ମତଦାନ । ରାଜ୍ୟରେ ୫ଟି ଲୋକସଭା ଆସନ ଓ ଏହା ଅଧୀନରେ ଆସୁଥିବା ୩୫ଟି ବିଧାନସଭା ଆସନରେ ମତଦାନ ହୋଇଛି । ଏହାସହିତ ରାଜ୍ୟରେଭୁବନେଶ୍ୱର : ରାଜ୍ୟରେ ସରିଲା ଦ୍ଵିତୀୟ ପର୍ଯ୍ୟାୟ ମତଦାନ…

ବିଜେଡି ଛାଡିଲେ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ବିଜେଡି ଛାଡ଼ିଲେ ପୁଣି ଜଣେ ହେଭିୱେଟ ନେତା। ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଜ୍ୟୋତିପ୍ରକାଶଙ୍କ ଇସ୍ତଫା ଦେଇଥିବା ଜଣା ପଡ଼ିଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ…

୨୫ ରୁ ରାଜ୍ୟରେ ବର୍ଷା

ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ହେଲା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ଏହା ୨୪ ତାରିଖ ସକାଳେ ଅବପାତର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ…

ସମ୍ବିତ ପାତ୍ର ଜିତିଲେ ୩ ମାସ ଭିତରେ ନୟାଗଡ଼ ଚିନିକଳ ଖୋଲିବ: ଅମିତ ଶାହ

ନୟାଗଡ଼: କେନ୍ଦ୍ର ଗୃୃହମନ୍ତ୍ରୀ ଅମିତ ଶାହ ମଙ୍ଗଳବାର ନିର୍ବାଚନୀ ପ୍ରଚାର ପାଇଁ ନୟାଗଡ଼ ଗସ୍ତ କରି ଥିଲେ । ଅମିତି ଶାହ ନୟାଗଡ଼ ଗସ୍ତ କରିଥିବା ବେଳେ ବିଜେପି କର୍ମୀଙ୍କ ମଧ୍ୟରେ ବେଶ ଉତ୍ସାହ ଭରିଛି । ସେ ସେଠାରେ ପୁରୀ…

କଂଟାମାଳ ୨ଟି ବୁଥରେ ହେବ ଆଉଥରେ ମତଦାନ

କନ୍ଧମାଳ : କନ୍ଧମାଳ ଲୋକସଭା ଅନ୍ତର୍ଗତ କଂଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ୨ଟି ବୁଥରେ ଆଉଥରେ ମତଦାନ ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୩ତାରିଖରେ କଂଟାମାଳ ବିଧାନସଭା ମଣ୍ଡଳୀର ୨୬ ଓ ୨୮ ନମ୍ବର ବୁଥରେ ମତଦାନ…

ତାମିଲ କଣ୍ଢେଇନଚାଳି ନବୀନଙ୍କ ଡିପ୍ ଫେକ୍ ଭିଡିଓ ପ୍ରସ୍ତୁତ କରୁଛି: ବୈଜୟନ୍ତ ପଣ୍ଡା

ପୁଣି ନବୀନଙ୍କ ମିଛ ଭିଡିଓ ଅଭିଯୋଗ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯେଉଁ ଭିଡିଓ ଜାରି କରୁଛି ତାକୁ ଡିପଫେକ ଭିଡିଓ ବୋଲି ସନ୍ଦେହ ପ୍ରକାଶ କରୁଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ସଂପୃକ୍ତ…

ସୁନା କିଣିବା ପୁର୍ବରୁ ଜାଣି ନିଅନ୍ତୁ କଣ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୪ ହଜାର ୨୧୪ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୯୮୦ ଟଙ୍କା ରହିଛି । ସେହିପରି ଆଜି…

ଓଡ଼ିଶାରେ ବୁଥ୍‌ ରିଗିଂ ରୋକିବାକୁ କେନ୍ଦ୍ରୀୟ ଫୋର୍ସ ପ୍ରସ୍ତୁତ: ଅମିତ ଶାହ

ଚଳିତବର୍ଷ ବିଜେପି ଫୋକସ୍‌ରେ ରହିଛି ଓଡ଼ିଶା । ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭକରି ବିଜେପିର କେନ୍ଦ୍ରୀୟ ନେତା ବାରମ୍ବାର ଓଡ଼ିଶା ଆସି ବିଜେପି ସପକ୍ଷରେ ଜାରି ରଖିଛନ୍ତି ଧୂଆଁଧାର ପ୍ରଚାର । ଆଜି ସମ୍ବଲପୁରରେ ପ୍ରଚାର ପରେ ନୟାଗଡ଼ରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ।…

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ

ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକ ସମୀର ଦାଶ, ସୀମୀରାଣୀ ନାୟକ, ରମେଶ ସାଏ ଓ ପର୍ଶୁରାମ ଧର୍ଡା ଙ୍କୁ ଜବାବ ତଲବ । ବାଚସ୍ପତିଙ୍କ ନିର୍ଦେଶରେ ନୋଟିସ କରିଛନ୍ତି ବିଧାନସଭା ସଚିବ । ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ…