Month: June 2024

ଟିମ ଇଣ୍ଡିଆକୁ ୧୨୫ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲା ବିସିସିଆଇ

ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ବକପ୍ ୨୦୨୪ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଦଳକୁ ୭ ରନରେ ପରାସ୍ତ କରି ଦ୍ବିତୀୟ ଥର ପାଇଁ ଟାଇଟଲ୍ ଜିତିବାରେ ସଫଳ ହୋଇଛି। ଏହାକୁ ନେଇ ସାରା ଦେଶରେ ଉତ୍ସବ…

ନିକୁଞ୍ଜ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ

ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସେନା ମୁଖ୍ୟ

ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ରବିବାର ୩୦ତମ ସେନା ମୁଖ୍ୟ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଜେନେରାଲ ମନୋଜ ପାଣ୍ଡେଙ୍କ ସ୍ଥାନ ନେଇଛନ୍ତି। ଚାଇନା ଏବଂ ପାକିସ୍ତାନ ସହିତ ସୀମାରେ କାମ କରିବାରେ ଜେନେରାଲ ଦ୍ୱିବେଦୀଙ୍କର ବ୍ୟାପକ ଅଭିଜ୍ଞତା ରହିଛି। ସେ…

ନୂଆ ଓଡ଼ିଶା ଗଠନ ଓ ଓଡ଼ିଆ ଅସ୍ମିତାର ସଂକଳ୍ପ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଏକ ନୂଆ ଓଡ଼ିଶା ଗଠନର ଦାୟିତ୍ୱ ଆମମାନଙ୍କୁ ମିଳିଛି। ଓଡ଼ିଆ ଅସ୍ମିତାକୁ ବଜାୟ ରଖିବା ପାଇଁ ମଧ୍ୟ ଆମକୁ ସଂକଳ୍ପ ନେବାକୁ ପଡ଼ିବ।…

ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା

ଟି-୨୦ ବିଶ୍ୱକପ ଜିତିବା ପରେ ଭାରତୀୟ ପ୍ରଶଂସକମାନଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଉଛନ୍ତି ଭାରତୀୟ ଖେଳାଳି। ଗତକାଲି ମ୍ୟାଚ୍ ପରେ ପରେ ପ୍ରଥମେ ବିରାଟ କୋହଲି ଏବଂ ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି=୨୦ କ୍ରିକେଟ୍ରୁ ଅବସର ଘୋଷଣା କରିଥିଲେ।…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଆଜି ସେ ଲୋକସେବା ଭବନ ଯାଇ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ମନୋଜ ଆହୁଜା ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ୍…

ଦଳୀୟ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଲେ ମନମୋହନ

ଭୁବନେଶ୍ୱରରେ ବିଜେପିର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନବନିର୍ବାଚିତ ବିଧାୟକ ଓ ସାଂସଦଙ୍କୁ ସମ୍ବର୍ଦ୍ଧିତ କରୁଛି ଦଳ। ଏହି ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ଦଳୀୟ ସଙ୍ଗଠନକୁ ଶକ୍ତିଶାଳୀ କରିବାକୁ ଆହ୍ୱାନ ଦେଇଛନ୍ତି।…

୫ ବର୍ଷରେ ଓଡ଼ିଶାକୁ ୧ ଲକ୍ଷ କୋଟି ଟଙ୍କାର ନୂଆ ପ୍ରକଳ୍ପ ଆସିବ: ରେଳ ମନ୍ତ୍ରୀ

୧୦ ବର୍ଷ ତଳେ ଓଡ଼ିଶାକୁ ମାତ୍ର ୮ ଶହ କୋଟି ରେଲୱେ ଅନୁଦାନ ମିଳୁଥିଲା। ଓଡ଼ିଶାରେ ରେଳ ସ୍ୱପ୍ନକୁ ବର୍ଷ ବର୍ଷ ଧରି ଗୁରୁତ୍ୱ ଦିଆଯାଉ ନଥିଲା । କିନ୍ତୁ ଗତ ୧୦ ବର୍ଷ ଭିତରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଥିବା…

ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି…

ମନ୍ କି ବାତ୍‌ରେ ରଥଯାତ୍ରା ସମ୍ପର୍କରେ କହିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ଯ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି। ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ, ଯେଉଁଥିରେ ପ୍ରଧାନମନ୍ତ୍ରୀ ଦେଶର ଲୋକଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପ୍ରସଙ୍ଗ…