Day: 2 June 2024

ପୁରୀ ବାଣ ବିସ୍ପୋରଣ ଘଟଣା,ଆଉ ୨ ମୃତ

ଆଜି ପୁରୀ ବାଣ ବିସ୍ପୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ୍ ରିଲିଜ୍ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ଏହାସହ ଏବେ…

ଅରୁଣାଚଳରେ ବିଜେପିର ବଡ ବିଜୟ

ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମରେ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଆସୁଥିବା ଧାରା ଅନୁଯାୟୀ ଉଭୟ ରାଜ୍ୟରେ ଶାସକ ଦଳ ସଂଖ୍ୟ‌ାଗରିଷ୍ଠତା ହାସଲ କରୁଛନ୍ତି। ଅରୁଣାଚଳ ପ୍ରଦେଶରେ ବିଜେପି ଏବଂ ଏନଡିଏ ୬୦ଟି ସିଟ୍ ମଧ୍ୟରୁ ୪୪ଟିରେ…

ଧନ୍ୟବାଦ ଜଣାଇଲେ ମୋଦି

ନୂଆଦିଲ୍ଲୀ : ଏନଡିଏ ସରକାରକୁ ପୁଣି ନିର୍ବାଚିତ କରିବାକୁ ରେକର୍ଡ ସଂଖ୍ୟକ ଭୋଟ୍ କରିଛନ୍ତି ଜନତା । ଏହା ଆତ୍ମବିଶ୍ୱାସର ସହ କହିପାରେ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଅନ୍ତିମ ପର୍ଯ୍ୟାୟ ମତଦାନ ସରିବା ପରେ ମୋଦି ସୋସିଆଲ…

ରାଜଧାନୀରେ ସକାଳୁ ସକାଳୁ ସିରିଜ୍ ଦୁର୍ଘଟଣା

ରାଜଧାନୀରେ ସକାଳୁ ସକାଳୁ ସିରିଜ୍ ଦୁର୍ଘଟଣା । ସତସଙ୍ଗବିହାର ନିକଟରେ ସିରିଜ ଦୁର୍ଘଟଣାଘଟିଛି। ୩ ଟି ଗାଡ଼ି ପଛକୁ ପଛ ହେଲେ ଧକ୍କା। ଫଳରେ ୩ଟି କାର୍ ଭାଙ୍ଗି ଚୁରମାର ହୋଇଯାଇଥିବା ବେଳେ, ପ୍ରଥମେ ଦୁର୍ଘଟଣାଗ୍ରସ୍ତ ହୋଇଥିବା କାରର ଚାଳକ ଗୁରୁତର…

ଶେଷ ପର୍ଯ୍ୟାୟରେ ମୋଟ ୭୦.୬୭% ମତଦାନ

ରାଜ୍ୟରେ ଜୁନ ୧ରେ ଅନୁଷ୍ଠିତ ହୋଇଥିବା ଶେଷ ପର୍ଯ୍ୟାୟ ନିର୍ବାଚନରେ ମୋଟ ୭୦.୬୭% ମତଦାନ ହୋଇଛି। ମୟୂରଭଞ୍ଜ ରେ ୭୩.୮୧%, ବାଲେଶ୍ବର ରେ ୭୦.୪୧%,ଭଦ୍ରକରେ ୭୦.୩୪%,କେନ୍ଦ୍ରାପଡ଼ାରେ ୬୮.୬୪% ,ଯାଜପୁର ୬୭.୯୧% ଓ ଜଗତସିଂହପୁରରେ ୭୩.୦୬% ମତଦାନ ହୋଇଛି । ସବୁଠୁ ଅଧିକ…