Day: 3 June 2024

ବ୍ରହ୍ମୋସର ପୂର୍ବ ଇଞ୍ଜିନିୟରଙ୍କୁ ଆଜୀବନ କାରାଦଣ୍ଡ

ନାଗପୁରର ଏକ ଅଦାଲତ ସୋମବାର ବ୍ରହ୍ମୋସ ଏରୋସ୍ପେସ୍‌ର ପୂର୍ବ ଇଞ୍ଜିନିୟର ନିଶାନ୍ତ ଅଗ୍ରୱାଲଙ୍କୁ ଆଜୀବନ କାରାଦଣ୍ଡ ସଜା ଶୁଣାଇଛନ୍ତି। ନିଶାନ୍ତଙ୍କ ନାମରେ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ ପାଇଁ କାମ କରୁଥିବା ନେଇ ଅଭିଯୋଗ ରହିଛି। ସୂଚନା ଅନୁସାରେ, ନାଗପୁରରେ ଥିବା…

ମାର୍କେଟକୁ ଆସିଲା ବିଜେପି ମିଠା

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ଏବେଠୁ ବିଜେପି କର୍ମୀ ଖୁସି ପାଳନ କରିବା ଆରମ୍ଭ କରିଦେଇଛନ୍ତି । କାଲି ଲୋକସଭା ନିର୍ବାଚନ ଫଳାଫଳ ବାହାରିବ । ତେବେ ଏକଜିଟ୍ ପୋଲ ଫଳାଫଳକୁ ନେଇ ନେଇ ‘ଅବକୀ ବାର ୪୦୦ପାର୍‌‌’ ନାରା ଦେଇଥିବା…

କାଲିମେଳା ଡ଼ାକ୍ତର ନିଖୋଜ ଘଟଣା, ଋଣ କରି ନିଜକୁ ନିଜେ କରିଛନ୍ତି ଅପହରଣ!

ମାଲକାନଗିରି ଜିଲ୍ଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ଅମ୍ଲାନ ଭୋଇ ନିଖୋଜ ଘଟଣା ଏବେ ନୂଆ ମୋଡ ନେଇଛି। ଡାକ୍ତର ରାତିରେ ହଠାତ୍ ନିଖୋଜ ହେବା ଏବଂ ତାଙ୍କ କ୍ୱାଟର ଆଗରେ ନକ୍ସଲଙ୍କ ପୋଷ୍ଟର ଲାଗିବାକୁ ନେଇ ତାଙ୍କୁ ନକ୍ସଲଙ୍କ…

ଓଡ଼ିଶାବାସୀ ଆଶୀର୍ବାଦ ଦେଇଛନ୍ତି, ଆମେ ଏକ ନମ୍ବର ହେବୁ : ସମୀର ମହାନ୍ତି

ଭୁବନେଶ୍ୱର : ରାତି ପାହିଲେ ଆରମ୍ଭ ହେବ ଭୋଟ ଗଣତି । ଇଭିଏମ୍‌ରେ କଏଦ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ତେବେ ଏହାପୂର୍ବରୁ ଓଡ଼଼ିଶା ରାଜନୀତିରେ ଏକ୍‌ଜିଟ୍‌ ପୋଲ ଆକଳନକୁ ନେଇ ବିଜେପି ଖୁବ ଉତ୍ସାହିତ ରହିଥିବାବେଳେ ବିଜେଡି…

ବିନା ଅନୁମତିରେ ହୋଇପାରିବନି କୌଣସି ବିଜୟ ଶୋଭାଯାତ୍ରା

ଚଳିତବର୍ଷ ସାଧାରଣ ନିର୍ବାଚନର ଗଣତି କାଲି ସକାଳ ୮ ଟାରୁ ଆରମ୍ଭ ହେବାକୁ ଯାଉଛି । ଏହିସମୟରେ କିନ୍ତୁ ଏହାରି ଭିତରେ ପୁଲିସ ବିଭାଗ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ରହିବ ଆଇନଶୃଙ୍ଖଳା ପରିସ୍ଥିତି । ବିଭିନ୍ନ ପର୍ଯ୍ୟାୟରେ ମତଦାନ ବେଳେ…

ତାଜ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଦିଲ୍ଲୀରୁ ଝାନ୍ସି ଅଭିମୁଖେ ଯାଉଥିବା ତାଜ ଏକ୍ସପ୍ରେସରେ ଆଜି ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏକ୍ସପ୍ରେସରେ ୪ଟି ବଗିରେ ନିଆଁ ଲାଗି ପୋଡିଯାଇଛି। ଦକ୍ଷିଣ ପୂର୍ବ ଦିଲ୍ଲୀର ସରିତା ବିହାରରେ ଏହି ନିଆଁ ଲାଗିଥିବା ଅଧିକାରୀମାନେ କହିଛନ୍ତି। ଦିଲ୍ଲୀ ଅଗ୍ନିଶମ…

ଭାଙ୍ଗିଲା ଓଡ଼ିଶା ବିଧାନସଭା

ଭୁବନେଶ୍ୱର: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍‌…

୨୦୨୪ ନିର୍ବାଚନରେ ରାଜ୍ୟରେ ହୋଇଛି ୭୪.୫୧ % ମତଦାନ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, କୋରାପୁଟ, ନବରଂଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଓ ଏହାର ଅଧୀନସ୍ଥ ୨୮ଟି ବିଧାନସଭା କ୍ଷେତ୍ରରେ ହୋଇଥିଲା। ୪ ସଂସଦୀୟ କ୍ଷେତ୍ର ଲାଗି ମୈଦାନରେ ୩୭ ପ୍ରାର୍ଥୀ ଥିବା ବେଳେ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀ…

EVM ପାଇଁ ଗଣ୍ଡଗୋଳ ଘଟଣାରେ ୨୦ ଗିରଫ

ରସୁଲପୁର ଓ ଧର୍ମଶାଳା ବ୍ଲକରେ EVMକୁ ନେଇ ହୋଇଥିବା ଗଣ୍ଡଗୋଳ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଘଟଣାରେ ରସୁଲପୁରର ୬ ଓ ଧର୍ମଶାଳା ବ୍ଲକର ୧୪ ଜଣଙ୍କୁ ଗିରଫ କରିଛି ପୋଲିସ।ମାମଲାରେ ଶତାଧିକଙ୍କ ନାଁରେ ମାମଲା ରୁଜୁ ହୋଇଛି ଥିବା SDPO ସୂଚନା ଦେଇଛନ୍ତି।…

ଡିଜିପି ଅଫିସ୍ ଘେରିଲା ବିଜେପି ଯୁବ ମୋର୍ଚ୍ଚା

କଟକ: ଡିଜିପି ଅଫିସ୍ ଘେରିଲା ବିଜେପି ଯୁବ ମୋର୍ଚ୍ଚା । ଯୁବ ବିଜେପି ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ କରି ଆଜି କଟକ ଡିଜିପି ଅଫିସ୍‌ ଘେରିଲେ ବିଜେପି ଯୁବ ମୋର୍ଚ୍ଚା ।ଏହି ଘଟଣାରେ ଆଜି ଆଉ…