Day: 3 June 2024

ବିଧାନସଭା ଭଙ୍ଗ ପାଇଁ ଓଡ଼ିଶା କ୍ୟାବିନେଟରେ ସୁପାରିଶ

ରାଜ୍ୟ ସରକାରଙ୍କ ଅନ୍ତିମ କ୍ୟାବିନେଟ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ଯୋଗ ଦେଇଥିଲେ। ବୈଠକରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ନେଇ ଆଲୋଚନା ଚାଲିଥିବା ବେଳେ ବିଧାନସଭା…

ଓଡ଼ିଶା ଏକ ବିକଶିତ ରାଜ୍ୟ ହେବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ନିର୍ବାଚନ ଫଳାଫଳ ଘୋଷଣା ହେବାର ଗୋଟିଏ ଦିନ ପୂର୍ବରୁ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ସ୍ଥିତ ଚଉଷଠି ଯୋଗିନୀ ମନ୍ଦିରରେ ଆଜି ପୂଜା ଅର୍ଚ୍ଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାଙ୍ଗରେ ଧର୍ମପତ୍ନୀ ମୃଦୁଳା ପ୍ରଧାନ ଉପସ୍ଥିତ ଥିଲେ ।…

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷାଫଳ

ଚଳିତବର୍ଷ ରାଜ୍ୟର ବିଭିନ୍ନ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏମବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି ଟପ୍ପର । ବି ଫାର୍ମାରେ ସାଗରିକା ଦାସ ଟପ୍ପର । ଏମସିଏରେ…

ଚଳିତବର୍ଷ ମତଦାନରେ ଭାରତ କରିଛି ବିଶ୍ୱ ରେକର୍ଡ

ଚଳିତବର୍ଷ ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ଆଜି ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଚଳିତବର୍ଷ ମତଦାନକୁ ନେଇ ସିଇସି ରାଜୀବ କୁମାର କହିଛନ୍ତି ଚଳିତଥର ଐତିହାସିକ ରେକର୍ଡ ହାସଲ କରିଛି ଭାରତ। ଏହାଛଡା…

ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ଅଧିକ ହିଟୱେଭ୍ ମାମଲା ଆସୁଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ବଢୁଥିବା ଅଂଶୁଘାତଜନିତ ମୃତ୍ୟୁକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ପ୍ରତିକ୍ରିୟା। ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ଅଧିକ ହିଟୱେଭ୍ ମାମଲା ଆସୁଛି କହିଲେ।କାଲି ସୁଦ୍ଧା ୨୬ ଜଣଙ୍କ ଅଂଶୁଘାତରେ ମୃତ୍ୟୁ ସ୍ପଷ୍ଟ ହୋଇଛି।ସେଥିରୁ ୨୦ ମାମଲା କେବଳ ରାଉରକେଲା…

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଜି ଡିସ୍‌ଚାର୍ଜ ହେଲେ ଆଉ ଦୁଇ ଆହତ

ଆଜି ପୁରୀ ବାଣ ବିସ୍ଫୋରଣ ଘଟଣାରେ ଡାକ୍ତରଖାନାରୁ ଆଉ ୨ ଆହତ ବ୍ୟକ୍ତି ଡିସ୍‌ଚାର୍ଜ ହୋଇଛନ୍ତି। ୨ ଜଣ ଡିସଚାର୍ଜ ହୋଇଥିବା ଏସ୍ଆରସିଙ୍କ କାର୍ଯ୍ୟାଳୟରରୁ ସୂଚନା ମିଳିଛି । ସେମାନେ ହେଲେ ବଳରାମ ଦାସ ଏବଂ ମନମୋହନ ବେହେରା। ଏବେ ସୁଦ୍ଧା…

ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆରମ୍ଭ

ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆଜି ଆରମ୍ଭ ହୋଇଛି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହେଇଛି । ବୈଠକରେ ଭର୍ଚ୍ଚୁଆଲରେ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।…

ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରେସ୍‌ କନଫରେନ୍ସ ଡାକିଲେ ନିର୍ବାଚନ ଆୟୋଗ

ଚଳିତବର୍ଷ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ପୂର୍ବରୁ ନିର୍ବାଚନ ଆୟୋଗ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରିବେ। ନୂଆଦିଲ୍ଲୀରେ ଦିନ ୧୨ଟା ୩୦ରେ ଏହି ପ୍ରେସମିଟ୍ କରାଯିବ । ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ପଠାଯାଇଛି। ପ୍ରଥମଥର ପାଇଁ…

ଚତୃର୍ଥ ପର୍ଯାୟରେ ରାଜ୍ୟରେ ମୋଟ ମତଦାନ ହାର ୭୪.୪୧%

ଓଡିଶା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଶାନ୍ତି ଶୃଙ୍ଖଳାର ସହ ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ସରିଛି ମତଦାନ । ଇଭିଏମରେ ସିଲ ହେଲା ୬୬ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ । ଚତୃର୍ଥ…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ଆଉ ୫ ଅଭିଯୁକ୍ତ

ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ୍ । ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ…