Day: 6 June 2024

 ଦିଲ୍ଲୀରେ ବିଧାନସଭା ନିର୍ବାଚନ ଏକା ଲଢ଼ିବ ଆପ୍‌

ଚଳିତ ଲୋକସଭାରେ କଂଗ୍ରେସ ସହ ମେଣ୍ଟ କରି ନିର୍ବାଚନ ଲଢ଼ିଥିବା କ୍ଷମତାସୀନ ଆପ୍‌ ବଡ଼ ନିଷ୍ପତ୍ତି। ଆସନ୍ତାବର୍ଷ ପ୍ରଥମ ଭାଗରେ ହେବାକୁ ଥିବା ଦିଲ୍ଲୀ ବିଧାନସଭାରେ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଆପ୍‌ ଏକାକୀ ଲଢ଼ିବ ବୋଲି ଆଜି ଘୋଷଣା କରିଛି। ସୂଚନା…

ଜ୍ୟୋତିପ୍ରକାଶ ପଟ୍ଟନାୟକହେଲେ ନୂଆ ଆଡ୍‌ଭୋକେଟ ଜେନେରାଲ

ଅଶୋକ କୁମାର ପରିଜା ନିଜ ପଦରୁ ଇସ୍ତଫା ଦେବା ପରେ ହାଇକୋର୍ଟର ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକଙ୍କୁ ଭାରପ୍ରାପ୍ତ ଆଡ୍‌ଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଅନୁଯାୟୀ ଆଡ୍‌ଭୋକେଟ୍‌ ଜେନେରାଲ…

ଇସ୍ତଫା ଦେଲେ ଅଶୋକ ପରିଜା

ଇସ୍ତଫା ଦେଇଛନ୍ତି ଅଶୋକ ପରିଜା । ଓଡ଼ିଶାର ଆଡଭୋକେଟ୍ ଜେନେରାଲ ଅଶୋକ ପରିଜା ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ । ଶ୍ରୀ ପଟ୍ଟନାୟକ…

ଶକୁନିକୁ ବାଛି ଥିବା ଲୋକର ସବୁ ଦୋଷ : ପ୍ରତାପ ଷଡ଼ଙ୍ଗୀ

ଓଡ଼ିଶାରେ ବିଜେପି ସରକାର ଗଢିବା ପରେ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ପ୍ରତାପ ଷଡ଼ଙ୍ଗୀ । ବିଜେଡିର ବିପର୍ଯ୍ୟୟ ପରେ ଏବେ ପାୱାରଫୁଲ୍ ନେତା ପାଣ୍ଡିଆନଙ୍କ ପତ୍ତା ମିଳୁନି । ହେଲିକପ୍ଟର ଟୁର୍ ପରେ ଟୁର୍ କରୁଥିଲେ…

ସୁରେଶ, ବାଲକ୍ରିଷ୍ଣନଙ୍କ ପରେ ଇସ୍ତଫା ଦେଲେ ମନୋଜ ମିଶ୍ର

ପ୍ରମୁଖ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର।ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ପ୍ରମୁଖ ସଚିବ ମନୋଜ କୁମାର ମିଶ୍ର ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ଶ୍ରୀ ମିଶ୍ର ୨୦୨୨ ଡିସେମ୍ବର ୨୮ତାରିଖରେ ସର୍ବଭାରତୀୟ ରେଳବାଇ…

ରାଜ୍ୟପାଳଙ୍କୁ ଭେଟି ନିର୍ବାଚନ ଫଳାଫଳ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଓଡ଼ିଶାରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ପାଇଁ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ତଥା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁବାଦ ଜଣାଇଥିଲେ। ଓଡ଼ିଶା ନୂତନ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ…

ଦିଲ୍ଲୀରେ ପାଣ୍ଡିଆନ; ବିଦେଶ ଯିବାକୁ ମସୁଧା !

ଦୀର୍ଘ ୨୪ବର୍ଷ ଧରି କ୍ଷମତାସୀନ ବିଜେଡିର ଦୁର୍ଗକୁ ଧୂଳିସାତ୍ କରି ବିଜେପି ରାଜ୍ୟରେ ପ୍ରଥମଥର ପାଇଁ ଏକାକୀ ସରକାର ଗଢ଼ିବାକୁ ଯାଉଛି । ବିଜେଡିର ଏଭଳି ନିର୍ବାଚନୀ ବିପର୍ଯ୍ୟୟ ପାଇଁ ଦଳର ଦ୍ୱିତୀୟ କ୍ଷମତାକେନ୍ଦ୍ର ଭିକେ ପାଣ୍ଡିଆନଙ୍କୁ ସାଧାରଣରେ ଦାୟୀ କରାଯାଉଛି…

ବରିଷ୍ଠ ନେତାଙ୍କୁ ଦୂରେଇ ରଖିବା ପରାଜୟର ବଡ଼ କାରଣ : ଶଶୀଭୂଷଣ

ପ୍ରଥମେ ଅରୁଣ ସାହୁ ଏବେ ଶଶୀଭୂଷଣ ବେହେରା । ବିଜେଡିର ପରାଜୟ ପରେ ଏବେ ଦଳର ଜଣେ ପରେ ଜଣେ ନେତା ମୁହଁ ଖୋଲି ଆରମ୍ଭ କରିଦେଲେଣି। ଆଜି ବରିଷ୍ଠ ନେତା ଶଶୀଭୂଷଣ ବେହେରା ବିଜେଡି ପରାଜୟକୁ ନେଇ ବିସ୍ଫୋରକ ମନ୍ତବ୍ୟ…

ଇସ୍ତଫା ଦେଲେ ଦୁଇ ଅବସରପ୍ରାପ୍ତ ଆଇଏଏସ୍‌

ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ଏବେ ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏହାପୂର୍ବରୁ ସିଏମ୍‌ଓରୁ ଇସ୍ତଫା ଦେଇଛନ୍ତି ୨ ଅବସରପ୍ରାପ୍ତ ଆଇଏଏସ୍‌। ସିଏମ୍‌ଓ ମୁଖ୍ୟ ଉପଦେଷ୍ଟ ପଦରୁ ସୁରେଶ ମହାପାତ୍ର ଏବଂ ସ୍ପେଶାଲ ଇନିସିଏଟିଭ୍‌ ଉପଦେଷ୍ଟା…

ଲକ୍ଷ୍ମୀ ବସ୍‌ରୁ ଲୋଗୋ ଉଭାନ, ଦ୍ଵନ୍ଦରେ ରାଜ୍ୟବାସୀ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ପରେ ପରେ ଏବେ ଲକ୍ଷ୍ମୀ ବସ ଯୋଜନାକୁ ନେଇ ଦ୍ଵନ୍ଦରେ ରାଜ୍ୟବାସୀ । ଗ୍ରାମାଞ୍ଚଳରୁ ସହରକୁ ପରିବହନ ସୁବିଧା ଦେବା ନିମନ୍ତେ ପୂର୍ବତନ ରାଜ୍ୟସରକାର କମ ମୂଲ୍ୟରେ ଲକ୍ଷ୍ମୀ ବସ ଯୋଜନା ଆରମ୍ଭ କରିଥିଲେ।…