Day: 8 June 2024

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍, ୨ ମୃତ ଓ ଅନେକ ଗୁରୁତର

ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି ଓ ୭ ଗୁରୁତର ଅଛନ୍ତି…

ଆସନ୍ତା ୧୦ରେ ବିଜେପି ବିଧାୟକ ଦଳ ବୈଠକ

ଆସନ୍ତା ୧୦ ତାରିଖରେ ବସିବ ବିଜେପି ବିଧାୟକ ଦଳ ବୈଠକ । ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେବ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ କେନ୍ଦ୍ରୀୟ…

ଶ୍ରୀମନ୍ଦିରରେ ଆଲୋକୀକରଣ ବନ୍ଦ ଘଟଣା, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ ନେଇ ପୁରୀ ଜିଲ୍ଲାପାଳଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମୁଖ୍ୟ ଶାସନ ସଚିବ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ଚାରିପଟେ ଲଗାଯାଇଥିଲା ବଡ଼ ବଡ଼ ଲାଇଟ୍ ରାଜ୍ୟରେ ବିଜେଡି ସରକାରର ପତ୍ତନ ପରେ…

ମିଡ଼ିଆ ବାଦଶାହ ରାମୋଜୀ ରାଓଙ୍କ ପରଲୋକ

ମିଡିଆ ଇଣ୍ଡଷ୍ଟ୍ରିର ଖୁବ୍‌ ଜଣାଶୁଣା ରାମୋଜୀ ରାଓ ଗ୍ରୁପର ପ୍ରତିଷ୍ଠାତା ସି.ରାମୋଜୀ ରାଓଙ୍କର ପରଲୋକ । ତେଲୁଗୁ ନ୍ୟୁଜ୍ ଏବଂ ଗଣମାଧ୍ୟମ ଏଟିଭି ନେଟୱାର୍କର ମୁଖ୍ୟ ତଥା ରାମୋଜି ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜି ରାଓଙ୍କର ଆଜି ଭୋର ପ୍ରାୟ ୩ଟା…