Day: 9 June 2024

ରାଜନୀତିରୁ ସନ୍ନ୍ୟାସ ନେଲେ ଅଚ୍ୟୁତ ସାମନ୍ତ

ରାଜନୀତିରୁ ସନ୍ନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ । ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ…

ଧର୍ମେନ୍ଦ୍ର, ଅଶ୍ୱିନୀ ଓ ଜୁଏଲ ଓରାମଙ୍କୁ ମିଳିପାରେ ମନ୍ତ୍ରୀ ପଦ, ଆସିଲା ଫୋନ୍‌

ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି।କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ…

ହାଇକମାଣ୍ଡଙ୍କ ଡ଼ାକରାରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ

ଭୁବନେଶ୍ୱର : ହାଇକମାଣ୍ଡଙ୍କ ଡ଼ାକରାରେ ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ…

ଶପଥ ପୂର୍ବରୁ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ଆଜି ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ପଦର ଶପଥ ଗ୍ରହଣ କରିବେ। ତେବେ ଏହା ପୂର୍ବରୁ ଆଜି ମୋଦି ରାଜଘାଟ ଯାଇଛନ୍ତି। ସେ ସେଠାକୁ ଯାଇ ଜାତିର ପିତା ମହାତ୍ମାଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।…