Day: 10 June 2024

ପାଣ୍ଡିଆନଙ୍କ ଗର୍ବ, ଅହଂକାର ଓ ଆତ୍ମବଡ଼ିମାର ପତନ

ପାଣ୍ଡିଆନଙ୍କ ଗର୍ବ ଭାଙ୍ଗିଛି। ଅହଂକାର ଓ ଆତ୍ମବଡ଼ିମାର ପତନ ହୋଇଛି। ତାଙ୍କ ନିଜର ଗର୍ବ ଭାଙ୍ଗିବା ସହ ସେ ବିଜୁ ଜନତା ଦଳ ପତନର କାରଣ ମଧ୍ୟ ହୋଇଛନ୍ତି ଯାହା ସମର୍ଥକଙ୍କ ମନରେ ଆଘାତ ଦେଇଛି। ରାଜନୈତିକ ସମୀକ୍ଷକମାନେ ଏହା ଉପରେ…

ଆସିଲା କେନ୍ଦ୍ର ମନ୍ତ୍ରୀ ମଣ୍ତଳ ତାଲିକା: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ବୈଠକରେ ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ଦିଆଯାଇଛି । କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ଅଜୟ ତାମତା ଏବଂ ହର୍ଷ ମାଲହୋତ୍ରାଙ୍କୁ…

ଆସନ୍ତାକାଲି ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ପଷ୍ଟ ହୋଇଯିବ: ମନମୋହନ

ଓଡ଼ିଶାରେ ଆସନ୍ତାକାଲି ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ପଷ୍ଟ ହୋଇଯିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ମନମୋହନ କହିଛନ୍ତି, ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା ତାହା ପରେ ସବୁ ସ୍ପଷ୍ଟ ହୋଇଯିବ। ୧୧ ତାରିଖରେ ବିଧାୟକ ଦଳ…

ବହୁତ ଜଲଦି ଖୋଲିବାକୁ ଯାଉଛି ଶ୍ରୀମନ୍ଦିରର ୪ ଦ୍ୱାର

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ସ୍ଥିତି ସମୀକ୍ଷା କଲେ ଅତିରିକ୍ତ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନ । ୪ ଦ୍ବାର ଖୋଲିବାକୁ ହେଲେ ବ୍ୟାରିକେଡ କରାଯିବ କି ନାହିଁ ତାହା ନେଇ ହେଉଛି…

ଆସନ୍ତା ୧୨ତାରିଖରେ ବିଜେପିର ପ୍ରଥମ ମନ୍ତ୍ରୀମଣ୍ଡଳ ହେବ ଶପଥ ଗ୍ରହଣ: ପ୍ରତାପ ଷଡଙ୍ଗୀ

ରାଜ୍ୟର ୨୫ବର୍ଷର କଳା ଶାସନର ଅନ୍ତ ଘଟାଇ ପ୍ରଥମ କରି ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବାକୁ ଯାଉଛି । ଓଡ଼ିଶାରେ ଭ୍ରଷ୍ଟାଚାର, ଅତ୍ୟାଚାରର କଳାକାରନାମା ଚଳାଇଥିବା ବିଜେଡି ସରକାରର ପତନ ଘଟିଛି । ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ହତ୍ୟାକାରୀ,…

ରାଜ୍ୟ କଂଗ୍ରେସକୁ ଝଟକା, କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ

ଆଜି ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ । ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଦେଇଛନ୍ତି ଇସ୍ତଫା । ରାଜ୍ୟରେ ଉଭୟ ବିଧାନସଭା ଓ ଲୋକ ସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ…

୧୨ ତାରିଖ ଦିନ ୪ଟା ୪୫ରେ ଶପଥ ଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେପି କାହାକୁ ବାଛିବ ତାହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଆଜି ସମୟ ଘୋଷଣା ହୋଇଛି । ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଜନତା ମଇଦାନରେ…

ଭିକେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ସୁରକ୍ଷା ବଳୟ

ଭୁବନେଶ୍ୱର ୟୁନିଟ୍‌ ୬ରେ ଥିବା ଭିକେ ପାଣ୍ଡିଆନଙ୍କ କ୍ୱାର୍ଟର ଆଗରେ କରାଯାଇଥିବା ବ୍ୟାରିକେଡ୍‌କୁ ହଟାଇ ଦିଆଯାଇଛି। ଗତକାଲି ବିଜେଡିର ଶୋଚନୀୟ ପରାଜୟ ପାଇଁ ଗତକାଲି ବିଜେଡି କର୍ମୀଙ୍କୁ ଭୁଲ୍ ମାଗି ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି ଭିକେ ପାଣ୍ଡିଆନ୍‌ । ଆଗରୁ ରାଜ୍ୟରେ…

ପ୍ରଧାନମନ୍ତ୍ରୀ ଚାଷୀଙ୍କୁ ଦେଲେ ବଡ଼ ଉପହାର; ଚାଷୀଙ୍କୁ ମିଳିବ ୨୦ ହଜାର କୋଟି

ପ୍ରଧାନମନ୍ତ୍ରୀ ଲଗାତର ତୃତୀୟ ଥର ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍‌ କରିବା ପାଇଁ ପିଏମ ମୋଦି…

ମୋଦି ୩.୦ ସରକାର ପରେ କାହାକୁ ମିଳିବ କେଉଁ ବିଭାଗ ? ଆଜି ବସିପାରେ କ୍ୟାବିନେଟ ବୈଠକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ଆଜି ବସିପାରେ ପ୍ରଥମ କ୍ୟାବିନେଟ୍ ବୈଠକ । ସଂଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିପାରେ । ସନ୍ଧ୍ୟା ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଲୋକ କଲ୍ୟାଣ ମାର୍ଗ ବାସଭବନରେ ବସିପାରେ କ୍ୟାବିନେଟ୍ ବୈଠକ। ସେହିପରି…