Day: 10 June 2024

ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଦେଶ ପାଇଁ…

ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ…

ମୁଖ୍ୟମନ୍ତ୍ରୀ କିଏ ହେବେ ଘୋଷଣାକୁ ଅପେକ୍ଷା କରନ୍ତୁ : ସୁରେଶ

ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର…

ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦିଆଗଲା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ଵ

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି ସୂଚନା ମିଳିଛି। ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଚାରିଆଡ଼େ ସସପେନ୍ସ ଲାଗିରହିଥିବା ବେଳେ…

ବିଜେଡିର ପତନ ଆରମ୍ଭ ହେଲା : ପ୍ରଶାନ୍ତ ଜଗଦ୍ଦେବ

ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ଅନ୍ତରୀଣ ଜାମିନ ପାଇବା ପରେ ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ରବିବାର ଜେଲରୁ ମୁକୁଳିଛନ୍ତି। ଜେଲ୍‌ରୁ ବାହାରିବା ପରେ ଗର୍ଜିଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ସର୍ତ୍ତ ମୂଳକ ଜାମିନ ପରେ ଜେଲ୍‌ରୁ ବାହାରିବା ପରେ ଶ୍ରୀ…

ଜେଇଇ ଆଡ୍‌‌ଭାନ୍ସଡ ଟପ୍ପର ହେଲେ ବେଦ ଲାହୋଟି

ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡ୍‌‌ଭାନ୍ସଡ ଫଳ ପ୍ରକାଶ ପାଇଛି। ଆଇଆଇଟି ମାଡ୍ରାସ ଦ୍ୱାରା ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ବେଦ ଲାହୋଟି ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି। ସେ ମୋଟ ୩୬୦ ନମ୍ବରରୁ ୩୫୫ ନମ୍ବର ରଖି ସର୍ବୋଚ୍ଚ ସ୍ଥାନ…