Day: 13 June 2024

ନିଟ୍‌ ୟୁଜି ରେଜଲ୍ଟ ମାମଲା: ବାତିଲ ହେଲା ୧୫୬୩ ପିଲାଙ୍କ ସ୍କୋର କାର୍ଡ

ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ବଡ ନିଷ୍ପତି ନେଇଛନ୍ତି ସୁପ୍ରୀମ୍‌କୋର୍ଟ। ସୁପ୍ରୀମ୍‌କୋର୍ଟ ଏନେଇ କହିଛନ୍ତି ଯେ, ବାତିଲ ହେଲା ୧୫୬୩ ପିଲାଙ୍କ ସ୍କୋର କାର୍ଡ । କାରଣ ସେମାନଙ୍କୁ ଗ୍ରେସ୍‌ମାର୍କ ଦିଆଯାଇଥିଲା । ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ…

ଲୋକସେବା ଭବନରେ ସାମ୍ବାଦିକ; ଗଣମାଧ୍ୟମ ଫେରିପାଇଲା ସ୍ୱାଧୀନତା

ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ଫେରିପାଇଲା ସ୍ୱାଧୀନତା। ୪ ବର୍ଷ ପରେ ସାମ୍ବାଦିକଙ୍କ ପାଇଁ ଖୋଲିଲା ଲୋକସେବା ଭବନ। ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ନେଇଛି ଏକ ବଡ଼ ନିଷ୍ପତ୍ତି । ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ…

ରାଜ୍ୟ କ୍ୟାବିନେଟର ପ୍ରଥମ ନିଷ୍ପତ୍ତି ପାଳିତ, ଖୋଲିଲା ଶ୍ରୀ ମନ୍ଦିରର ଚାରି ଦ୍ଵାର

ରାଜ୍ୟ କ୍ୟାବିନେଟର ହୋଇଛି ପ୍ରଥମ ନିଷ୍ପତ୍ତି ପାଳିତ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ…

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର

ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି । ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି…

ଲକ୍ଷ୍ମଣଙ୍କୁ କାଟି ସମ୍ପଦଙ୍କୁ ସାମିଲ୍ କଲା କିଏ?

ମଙ୍ଗଳବାର ଦିନ ଭାଜପା ବିଧାୟକ ଦଳ ବୈଠକର ନିଷ୍ପତ୍ତି ଅନୁସାରେ କଣ୍ଟାବାଞ୍ଜି ବିଧାନସଭା ଆସନରେ ମୁଖ୍ୟମନ୍ତ୍ରୀଙ୍କୁ ହରାଇଥିବା ଲକ୍ଷ୍ମଣ ବାଗଙ୍କୁ ମନ୍ତ୍ରୀମଣ୍ଡଳରେ ସାମିଲ କରିବା ପାଇଁ ସ୍ଥିର ହୋଇଥିଲା । କିନ୍ତୁ ବୁଧବାର ଦିନ ସକାଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବଲାଙ୍ଗୀରରୁ…