Day: 14 June 2024

ବିଦେଶରେ ଗଲା ସ୍ୱାମୀଙ୍କ ଜୀବନ, ଗର୍ଭବତୀ ସ୍ତ୍ରୀଙ୍କ ଆଖିରୁ ଶୁଖୁନି ଲୁହ

ପାଦ ତଳୁ ମାଟି ଧସିଯାଇଛି…ମୁଣ୍ଡ ଉପରକୁ ଛିଡ଼ିପଡ଼ିଛି ଆକାଶ… ଜୀବିକା ପାଇଁ ବିଦେଶ ଯାଇ ଭେଣ୍ଡିଆ ପୁଅ ଯେତେବେଳେ ଜୀବନ ହରାଇଛି, ଆଉ ବା ଏହି ପରିବାର ପାଖରେ କ’ଣ ଅଛି । ଲୁହ ଆଉ ଶୋକ ଭିତରେ ଜଡ଼ସଡ଼ ପତ୍ନୀ…

ଖୁବଶୀଘ୍ର ବିଭାଗ ବଣ୍ଟନ ହେବ: ମୁଖ୍ୟମନ୍ତ୍ରୀ

କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିବ ସେ ନେଇ ସମସ୍ତେ ଆଶା ଆଶଙ୍କାରେ ଅଛନ୍ତି। ବିଭାଗ ବଣ୍ଟନକୁ ସମସ୍ତେ ଚାହିଁ ରାହିଥିବାବେଳେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନରେ ବିଳମ୍ବ ହେଉଛି। ଏ ନେଇ ମନ୍ତବ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ। ଖୁବ୍‌…

କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିିତ୍ୱ ଗ୍ରହଣ କଲେ ଜୁଏଲ ଓରାମ

ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଭାବେ ଜୁଏଲ ଓରାମ ନିଜ ଦାୟିିତ୍ୱ ଗ୍ରହଣ କରିଛନ୍ତି। କାର୍ଯ୍ୟାଳୟରେ ଶ୍ରୀଗଣେଶଙ୍କୁ ଧୂପ, ଦୀପ ଲଗାଇ ପୂଜାର୍ଚ୍ଚନା ପରେ ତୃତୀୟ ଥର ପାଇଁ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରଣାଳୟ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ…

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଉନ୍ନୟନ କମିଶନର, ଅର୍ଥ ସଚିବଙ୍କ ସହ ଅନ୍ୟ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ

ବରିଷ୍ଠ ରାଜନେତା ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ। ଭୁବନେଶ୍ବର ବାସଭବନରେ ଭେଟିବା ସହ ସୁରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଶ୍ରୀ ହରିଚନ୍ଦନ।

ଜୁଲାଇ ପହିଲାରୁ ଲାଗୁ ହେବ ନୂଆ ଆଇନ

ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ଜୁଲାଇ ୧ରୁ ତିନୋଟି ନୂତନ ଆଇନ ଲାଗୁ ହେବ। ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ଅଇନରେ ପରିବର୍ତ୍ତନ ଆଣିବାକୁ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜୁଲାଇ ୧ରୁ ପୂର୍ବ…

କଟକରେ ବୋମା ନିଷ୍କ୍ରିୟ ବେଳେ ହାବିଲଦାର ମୃତ୍ୟୁ

ରଜରେ କଟକ ଗୋପାଳପୁର ଅଞ୍ଚଳରେ ଅଘଟଣ ଘଟିଛି। ଜବତ ବୋମା ନିଷ୍କ୍ରିୟ କଲା ବେଳେ ନିଷ୍କ୍ରିୟକାରୀ ପୁଲିସ ଟିମ୍‌ରେ ଥିବା ଜଣେ ହାବିଲଦାରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୁଲିସ ଜବତ କରିଥିବା ବୋମା ପାଣିରେ ନିଷ୍କ୍ରିୟ କରିବା ସମୟରେ ହଠାତ…

ଆସନ୍ତା ୧୭ରୁ ଛେଚିବ ବର୍ଷା

ଆସନ୍ତା ୧୭ରୁ ବଢ଼ିବ ବର୍ଷା। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା। ୧୮ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା। ମୌସୁମୀ ବର୍ତ୍ତମାନ କୋରାପୁଟରେ ସକ୍ରିୟ ରହିଥିବାବେଳେ ଆଗାମୀ ୩ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ।…

କୋଲକାତାର ଏକ ମଲ୍‌ରେ ବ୍ୟାପକ ଅଗ୍ନିକାଣ୍ଡ

ଶୁକ୍ରବାର କୋଲକାତାର ଏକ ମଲ୍‌ରେ ବ୍ୟାପକ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅନେକ ଲୋକ ସେଠାରେ ଫଶିକି ରହିଥିବା ସନ୍ଦେହ କରାଯାଉଛି। କୋଲକାତାର ଆକ୍ରୋପଲିସ୍ ମଲରେ ଅଗ୍ନିକାଣ୍ଡ ସମ୍ପର୍କରେ ସତର୍କ ସୂଚନା ପାଇବା ପରେ ଅତି କମରେ ଦଶଟି…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ପ୍ରୋ-ଟେମ୍ ସ୍ପିକର ବା କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଜି ସପ୍ତଦଶ ଓଡ଼ିଶା ବିଧାନସଭାର ଆଠଗଡ ବିଧାୟକ ରାଜା ସ୍ୱାଇଁଙ୍କୁ କାମଚଳା ବାଚସ୍ପତି ଭାେବେ ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । କାମଚଳା ବାଚସ୍ପତି…