Day: 16 June 2024

BSKY ଯୋଜନାକୁ ନେଇ ଆସିଲା ବଡ଼ ଖବର

ରାଜ୍ୟରେ ବଢ଼ିବ ସ୍ବାସ୍ଥ୍ୟ ବୀମା ପରିସର। ଏବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଲାଗୁଥିବା ବେଳେ ଆୟୁଷ୍ମାନ ଭାରତ ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇ ସରକାରକୁ ଆସିଛି ବିଜେପି। ତେବେ ବଡ କଥା ହେଉଛି ଆଗକୁ ଆୟୁଷ୍ମାନ ଭାରତ ଲାଗୁ ହେବ…

ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଶୀଘ୍ର ବସିବ ସ୍ଵତନ୍ତ୍ର ମ୍ୟାନେଜିଂ କମିଟି ବୈଠକ

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ନେଇ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ପ୍ରତିକ୍ରିୟା । ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଖୁବ୍ ଶୀଘ୍ର ବସିବ ସ୍ଵତନ୍ତ୍ର ମ୍ୟାନେଜିଂ କମିଟି ବୈଠକ । ଏନେଇ ଗଠିତ ହେବ ସ୍ବତନ୍ତ୍ର କମିଟି । ସମସ୍ତ…

ସିଂହଦ୍ୱାର ସମ୍ମୁଖରେ ପୋଲିସ ଓ ଭକ୍ତଙ୍କ ମଧ୍ୟରେ ଠେଲାପେଲା

ଆଜି ପୁରୀ ଶ୍ରୀମନ୍ଦିରରେ ଏକ ଅଘଟଣ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପୋଲିସ ଓ ଭକ୍ତଙ୍କ ମଧ୍ୟରେ ଠେଲାପେଲା। ଏଥିରେ ଅନେକ ଲୋକ ଆହତ ହୋଇଛନ୍ତି। ବଳପୂର୍ବକ ସିଂହଦ୍ୱାର ଦେଇ ପ୍ରବେଶ ଉଦ୍ୟମ ବେଳେ ବାରଣ କରିବାରୁ ସୃଷ୍ଟି ହୋଇଥିଲା…

ଦୁବାଇରେ ଓଡ଼ିଆ ଯୁବକ ମୃତ

ଦୁବାଇରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଛି। ମରଶରୀର ନିଜ ଜନ୍ମମାଟିକୁ ଫେରାଇ ଆଣିବାକୁ ଉଦ୍ୟମ। ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା । ମୃତ ଓଡ଼ିଆ…

ଶୃଙ୍ଖଳିତ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ ଆୟୋଜିତ ଉକ୍ତ ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ…

ବିରଳ ରୋଗରେ ପୀଡ଼ିତ ବାଳକକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଭଦ୍ରକର ଜଣେ ବାଳକ ବାବୁଲି ବାରିକଙ୍କୁ ତୁରନ୍ତ ସ୍ୱାସ୍ଥ୍ୟ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପରିବାରକୁ ତୁରନ୍ତ ୩୦ ହଜାର ଟଙ୍କା ସହାୟତା ଯୋଗାଇ ଦେବାକୁ…

ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ପରିବାରକୁ ଭେଟିଲେ କଣ୍ଟାବାଞ୍ଜି ବିଧାୟକ

ନବନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ପରିବାରକୁ ଭେଟିଛନ୍ତି। ସିବିଆଇ ତଦନ୍ତ ପାଇଁ ବାରମ୍ବାର ଦାବି ସତ୍ତ୍ୱେ ଆମକୁ ଏପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ। ଜେଲରେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପରେ ତଦନ୍ତରେ କୌଣସି ଅଗ୍ରଗତି…

ୟୁଜିସି ପକ୍ଷରୁ ଫି’ ଫେରସ୍ତ ନୀତି ୨୦୨୪-୨୫ ଜାରି

ନାମଲେଖା ଫି’ ଫେରସ୍ତ ନେଇ ବିଶ୍ଵବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଫି’ ଫେରସ୍ତ ନୀତି ୨୦୨୪-୨୫ ଜାରି ହୋଇଛି। ନାମଲେଖା ବାତିଲ୍ କିମ୍ବା ପ୍ରତ୍ୟାହାର ପରେ ଫି’ ଫେରସ୍ତକୁ ନେଇ ଅନେକ ଶିକ୍ଷାନୁଷ୍ଠାନ ମନମାନି କରୁଥିବା ଅଭିଯୋଗ ଆସିଛି। ଏହାକୁ ଆଧାର…

ଡିପଫେକ ରୋକିବାକୁ କେନ୍ଦ୍ର ସରକାର ଆଣିବେ ଡିଜିଟାଲ ଇଣ୍ଡିଆ ବିଲ୍‌

ଡିପଫେକ ସହ ଅନ୍ୟାନ୍ୟ ବିଭ୍ରାନ୍ତୀକର ଅନଲାଇନ କଣ୍ଟେଣ୍ଟକୁ ରୋକିବା ପାଇଁ କେନ୍ଦ୍ର ସରକାର ସଂସଦର ଆଗାମୀ ଅଧିବେଶରେ ନୂଆ ବିଲ୍‌ ଆଣିବାକୁ ଯାଉଥିବା ଜଣାପଡ଼ିଛି। କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଠନ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର…

ଆହୁରି ୪ ଦିନ ତାତିରୁ ନିସ୍ତାର ନାହିଁ !

ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ କମ ରହିଛି। ପାଗ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ପାଇଛି। ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଯୋଗୁଁ ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଅନୁଭୂତ ହେଉଛି।…