Day: 17 June 2024

ସିକିମରେ ଫସିରହିଥିବା ୧୨ଶହ ପର୍ଯ୍ୟଟକଙ୍କ ମଧ୍ୟରୁ ଆଉ ୫୦ ଉଦ୍ଧାର

ସିକିମରେ ଲଗାଣ ବର୍ଷାରେ ଫସିରହିଥିବା ୧୨ଶହ ପର୍ଯ୍ୟଟକଙ୍କ ମଧ୍ୟରୁ ଆଜି ୫୦ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଉତ୍ତର ପ୍ରଦେଶର କାଲିମ୍ପଙ୍ଗ ଜିଲ୍ଲାର କିଛି ଅଂଶରେ ଲଗାଣ ବର୍ଷା ଯୋଗୁଁ ସେଠାରେ ଭୂସ୍ଖଳନ ହୋଇଥିଲା। ଭୂସ୍ଖଳନରେ ୬ ଜଣଙ୍କର ମୃତ୍ୟୁ…

ୱାୟନାଡ ଆସନ ଛାଡ଼ିଲେ ରାହୁଲ, ଲଢ଼ିବେ ପ୍ରିୟଙ୍କା

ରାହୁଲ ଗାନ୍ଧୀ ରାଏବରେଲି ଆସନ ରଖିଲେ। ୱାୟନାଡ ଆସନ ଛାଡ଼ିଲେ। ଗାନ୍ଧୀ ପରିବାରର ପାରମ୍ପରିକ ଆସନ ରାଏବରେଲି ରଖି ରାହୁଲ ୱାୟନାଡ ଆସନ ଛାଡ଼ିଛନ୍ତି। ଏହା ନିଜେ ସ୍ପଷ୍ଟ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ। ଏହାକୁ ନେଇ ଆଜି ସୋନିଆ…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି ।

ଆସିଲା ରାଜ୍ୟରେ ସ୍କୁଲ ଖୋଲିବାକୁ ନେଇ ସମସ୍ତ ଜିଲ୍ଲାପାଳଙ୍କ ନିଷ୍ପତ୍ତି

ରାଜ୍ୟରେ ଗ୍ରୀଷ୍ମପ୍ରଭାବ ପାଇଁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲ୍ଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ ଖୋଲିପାରିବେ। ଏକାଧିକ ଜିଲ୍ଲାରେ ସକାଳୁଆ ସ୍କୁଲ ନେଇ ଜିଲ୍ଲା ପ୍ରଶାସନର ସୂଚନା। ଆସନ୍ତା ୨୦ ତାରିଖ…

ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା: ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

ବାଲେଶ୍ବର ଜିଲ୍ଲା ଟାଉନ ଥାନ ଅନ୍ତର୍ଗତ ସୁନହଟ ଛକ ନିକଟରେ ଏକ ନାଳରେ ରକ୍ତ ଭାସିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ପରିସ୍ଥତିକୁ କାବୁ କରିବା ପାଇଁ ଟାଉନ ଥାନା ପୀର ବଜାରରୁ ପାତ୍ରପଡ଼ା ମଧ୍ୟରେ ୧୪୪ ଲାଗୁ…

ସ୍କୁଲ ଖୋଲିବା ପ୍ରସଙ୍ଗ: ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ରାଜ୍ୟରେ ଏବେ ବି ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତାକାଲି ସରୁଛି ଖରାଛୁଟି। ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଜିଲ୍ଲାରେ ପାଗ…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା ପରେ ବାତିଲ୍ ହେଲା ୧୯ଟି ଟ୍ରେନ୍

ଆଜି ସକାଳେ ପଶ୍ଚିମବଙ୍ଗର ରଙ୍ଗପାଣି ଷ୍ଟେସନ ନିକଟରେ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ସହ ଏକ ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହେବାଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୬୦ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ୧୯…

ଆସନ୍ତାକାଲି ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କାଲି ଜାରି ହେବ ପିଏମ୍‌ କିଶାନ ନିଧି ଯୋଜନାର ସପ୍ତଦଶ କିସ୍ତି । ବିଭିନ୍ନ ଜିଲ୍ଲା ଓ କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜନ ହେବ କାର୍ଯ୍ୟକ୍ରମ । ବରଗଡ଼ରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି…

ବିଧାନସଭାରେ କିଏ ହେବ ବିରୋଧୀ ଦଳର ନେତା ?

କିଏ ହେବ ବିରୋଧୀ ଦଳ ନେତା ? ସେ ନେଇ ଲୋକଙ୍କ ମନରେ ଅନେକ ପ୍ରଶ୍ନ। ବିଜୁ ଜନତା ଦଳ ଗଠନ ହେବା ଦିନଠୁ ସବୁବେଳେ ଶାସକ ଦଳରେ ରହିଆସିଛି। ପ୍ରଥମ ଥର ପାଇଁ ବିଜେଡି ବିରୋଧୀ ଦଳ ଭାବେ କାମ…

ବଡ଼ ଖବର: ବନ୍ଦ ହେବନି ମିଶନ ଶକ୍ତି ଯୋଜନା

ମିଶନ ଶକ୍ତିକୁ ନେଇ ଆସିଲା ବଡ଼ ଅପଡେଟ। ରାଜ୍ୟରେ ଆଗକୁ ଚାଲୁ ରହିବ ଏହି ଲାଭଦାୟକ ଯୋଜନା। ମିଶନ ଶକ୍ତି ମହିଳାମାନେ ୧୯ଟି ବିଭାଗ ସହିତ ଜଡିତ। ଆଗକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ…