Day: 24 June 2024

ଆଜି ନିଜ ଜନ୍ମମାଟି ରାଇକଳା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ । ଆଜି ଗାଁର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଏଥିଲାଗି ସାରା ଗାଁ…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ଆରମ୍ଭ ହେଲା ଅଷ୍ଟାଦଶ –ଲୋକସଭାର ପ୍ରଥମ ଅଧୂବେଶନ । ଅଧିବେଶନରେ କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ । ୭ଥର ସାଂସଦ ଭାବେ ନିର୍ବାଚିତ ହୋଇଥିବାରୁ କାମଚଳା ବାଚସ୍ପତି ଆସନରେ ବସିଛନ୍ତି ଭର୍ତ୍ତୃହରି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ…

ଆଜି ବିଜେଡି ସଂସଦୀୟ ଦଳ ବୈଠକ

ଆଜି ବସିବା ବିଜେଡିର ସଂସଦୀୟ ଦଳ ବୈଠକ । ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ରାଜ୍ୟସଭାରେ ବିଜେଡିର ରଣନୀତି ସଂପର୍କରେ ଚର୍ଚ୍ଚା କରିବା ପାଇଁ ସାଂସଦମାନଙ୍କ ସହିତ ବିଜେଡି ସୁପ୍ରିମୋ ‌ନବୀନ ପଟ୍ଟନାୟକ ଆଜି ବୈଠକ କରିବେ। ଏହି ବୈଠକରେ…

ଆଜିଠୁ ଆରମ୍ଭ ସଂସଦର ଅଧିବେଶନ, ମୋଦି ନେବେ ଶପଥ

ଆଜି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ । ଆଜିଠାରୁ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବାକୁ ଥିବା ବେଳେ ଲୋକସଭାରେ ମୋଟ ୮ଟି ଏବଂ ରାଜ୍ୟସଭାରେ ୫ଟି କାର୍ଯ୍ୟ ଦିବସ ରହିଛି । ୨୭ ତାରିଖ ଦିନ ସଂସଦର…