Day: 28 June 2024

ହାତ ଧୋଉଥିଲେ ବେଳେ ପାଣିଟାଙ୍କି କାନ୍ଥ ଭୁଶୁଡ଼ି ଛାତ୍ର ମୃତ

ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅଧୀନ ପଦ୍ମପୁରସ୍ଥିତ ବାଞ୍ଛାନିଧି ଇଂରାଜୀ ମିଡିୟମ ଘରୋଇ ସ୍କୁଲର ଜଣେ ଛାତ୍ରଙ୍କ ଉପରେ ପାଣିଟାଙ୍କି କାନ୍ଥ ଭୁଶୁଡ଼ି ପଡ଼ିବାର ଛାତ୍ରଙ୍କ ମୃତ୍ୟ ହୋଇଛି । ଛାତ୍ର ଜଣକ ହେଲେ ୧୦ ବର୍ଷର ନାରାୟଣ ଟୁଡୁ। ଖୋର୍ଦ୍ଧା…

ବର୍ଷା ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ଥାନରେ ବର୍ଷା ଜାରିରହିଛି। ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସୂଚନା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଭାରତ

ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ବିତୀୟ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଭାରତ ଦମଦାର ବିଜୟ ହାସଲ କରିଛି । ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮…

ରାସ୍ତା ମଝିରେ ଜଳିଗଲା ମୋ ବସ୍‍

କଟକ ସିଡ଼ିଏ ସେକ୍ଟର-୯ ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ମୋ ବସ୍‍ । ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ବସ୍‌ରେ ଥିବା ସମସ୍ତେ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ…

ଭୁଶୁଡିଲା ବିମାନବନ୍ଦର ଛାତ: ୧ ମୃତ ଓ ଏକାଥିକ ଗୁରୁତର

ଦିଲ୍ଲୀ ବିମାନବନ୍ଦରର ଭୁଶୁଡ଼ିଲା ଛାତ। ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ ଅଚାନକ ଭୁଶୁଡିବାରୁ ୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି । ଛାତ ଭଗ୍ନାଂବଶେଷ ଗୁଡ଼ିକ ଟର୍ମିନାଲ-୧ରେ ଥିବା କିଛି କାର୍‌ ଉପରେ…